Tag Archives: heavy rain

ଟଳିଲା ବାତ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା, ସହାୟତା ଦାବି କରି…

ଭଞ୍ଜନଗର,୨୯ା୧୦(ବାବୁଲା ପ୍ରଧାନ): ବାତ୍ୟା ଭଞ୍ଜନଗର ଅଞ୍ଚଳରେ ଯେଉଁଭଳି ତାଣ୍ଡବ ରଚିବ ବୋଲି ଆଶଙ୍କା କରାଯାଉଥିଲା ସୌଭାଗ୍ୟବଶତଃ ସେଭଳି କିଛି ହୋଇନାହିଁ। କିନ୍ତୁ ବର୍ଷା ପାଇଁ ବ୍ଲକର ଅନେକ ଝାଟିମାଟି ଘର ଭାଙ୍ଗିଯାଇଛି। ଏଥିସହ ଜମିରେ ପାଣି ଭରି ରହିବା ଯୋଗୁ ଧାନଫସଲ…

ପୁଣି କଳିଙ୍ଗା ଘାଟିରେ ପ୍ରବଳ ବର୍ଷା: ଧୋଇଗଲା କଂକ୍ରିଟ୍‌ କାର୍ଯ୍ୟ

ଜି.ଉଦୟଗିରି,୧୧ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ) ଭୂସ୍ଖଳନ ଯୋଗୁ ଦୀର୍ଘ ୨୫ ଦିନ ହେଲାଣି କଳିଙ୍ଗା ଘାଟି ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛି। ଗତମାସ ୧୬ ତାରିଖରେ ବାଦଲ ଫଟା ବର୍ଷା ଓ…

ପ୍ରବଳ ବର୍ଷାରେ ଫସଲ ନଷ୍ଟ: ଚାଷୀଙ୍କୁ କ୍ଷତିପୂରଣ ନିର୍ଦ୍ଦେଶ

ଗଞ୍ଜାମ,୫ା୧୦(ଅଖିଳ ତରାଇ): ଗଞ୍ଜାମ ବ୍ଲକର ସାନରାମଚନ୍ଦ୍ରପୁର, ଝାରିଡି, ରାମଗଡ଼ ଆଦି ପଞ୍ଚାୟତରେ ପ୍ରବଳ ବର୍ଷା ଯୋଗୁ କୃଷକମାନେ ବ୍ୟାପକ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଫୁଲକୋବି, କାଙ୍କଡ଼ ଏବଂ ଅନ୍ୟାନ୍ୟ ପନିପରିବା ଫସଲ ବର୍ଷା ଯୋଗୁ ବୁଡ଼ି ନଷ୍ଟ ହୋଇଯାଇଛି। ଏହି ଅଞ୍ଚଳର…

ଲଗାଣ ବର୍ଷାରେ ବେହାଲ ପଶ୍ଚିମବଙ୍ଗ, ଭାଙ୍ଗି ପଡ଼ିଲା ପୋଲ ୬ ମୃତ୍ୟୁ

କୋଲକାତା,୫।୧୦: ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦାର୍ଜିଲିଂ ଜିଲାର ମିରିକରେ ଭୂସ୍ଖଳନ ଯୋଗୁ ଅତି କମରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଜିଲାର ସହର ଏବଂ ପର୍ଯ୍ୟଟନସ୍ଥଳୀ ମିରିକ ଏବଂ କର୍ସିଓଙ୍ଗକୁ ସଂଯୋଗ କରୁଥିବା ଡୁଡିଆ ଲୁହା…

ଆଈ-ନାତି ଶୋଇଥିବାବେଳେ ଲଗାଣ ବର୍ଷାରେ ଭାଙ୍ଗିପଡ଼ିଲା ଘର

ତୁମୁଡ଼ିବନ୍ଧ,୩ା୧୦(ଦୀପକ କୁମାର ପରାସେଠ୍‌): ଲଘୁଚାପଜନିତ ଲଗାଣ ବର୍ଷାରେ କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ବହୁତ କ୍ଷୟକ୍ଷତି ହୋଇଥିବା ବେଳେ ଘରଦ୍ୱାର ମଧ୍ୟ ଭାଙ୍ଗି ଯାଇଥିବା ଶୁକ୍ରବାର ଜଣାପଡ଼ିଛି। ସୂଚନାନୁସାରେ, ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ ଗତ ଗୁରୁବାରରୁ ପ୍ରବଳ ବର୍ଷା ସହିତ…

ଗଜପତିରେ ଲଗାଣ ବର୍ଷା: ରିଲିଫ୍ କମିଶନରଙ୍କୁ ତୁରନ୍ତ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨।୧: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଲାଗିରହିଛି। ଗଜପତି ଜିଲାରେ ବର୍ଷାରୁ ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ହୋଇ ଅନେକ ଅଞ୍ଚଳ ଜଳମଗ୍ନ ହେବାର ଆଶଙ୍କା ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ଜିଲାପାଳଙ୍କ ସହିତ…

ଏଥର ପୋଡିଲେ ନାହିଁ ରାବଣ!

ନୂଆଦିଲ୍ଲୀ,୨।୧୦: ଦିଲ୍ଲୀ-ଏନସିଆରରେ ଗୁରୁବାର ପ୍ରବଳ ବର୍ଷା ଆରମ୍ଭ ହୋଇଥିଲା, ଯାହା ଦଶହରାର ଉତ୍ସାହକୁ ମଳିନ କରିଦେଇଛି। ରାବଣ ଦହନ ଉତ୍ସବର ଠିକ ପୂର୍ବରୁ ହୋଇଥିବା ବର୍ଷା ରାବଣ, କୁମ୍ଭକର୍ଣ୍ଣ ଏବଂ ମେଘନାଦଙ୍କ ପ୍ରତିମୂର୍ତ୍ତିକୁ ଭିଜାଇ ଦେଇଥିଲା। ବର୍ଷା ଯୋଗୁ ପ୍ରଧାନମନ୍ତ୍ରୀ ମୋଦିଙ୍କ…

ପାର୍ବଣର ଖୁସି ଭିତରେ ସୃଷ୍ଟି ହେଲା ଲଘୁଚାପ: ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦।୯: ଦୁର୍ଗାପୂଜା ଓ ଦଶହରା ପାର୍ବଣର ଆନନ୍ଦମୟ ମାହୋଲ ମଝିରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟା ୫ଟା ୩୦ ମିନିଟ୍‌ ପରେ ଏହି ଲଘୁଚାପ ସୃଷ୍ଟି ହୋଇଛି,…

ଗୋଟିଏ ସପ୍ତାହରେ କଳିଙ୍ଗାଘାଟିରେ ୨ ଥର ଭୂସ୍ଖଳନ, ଧୋଇଗଲା ମରାମତି କାର୍ଯ୍ୟ

ଦାରିଙ୍ଗବାଡ଼ି,୨୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକ କଳିଙ୍ଗାଘାଟିରେ ପୁଣି ଥରେ ଭୂସ୍ଖଳନ ହୋଇଛି। ଗତ ୧୬ ତାରିଖ ମଧ୍ୟାହ୍ନରେ ଭୂସ୍ଖଳନ ହୋଇଥିଲା। ସୋମବାର ପ୍ରବଳ ବାଦଲ ଫଟା ବର୍ଷାରେ ପୂର୍ବରୁ ଭୂସ୍ଖଳନ ହୋଇଥିବା ସ୍ଥାନ ମରାମତି ଚାଲିଥିବାବେଳେ ତାହା…

ସେପ୍ଟେମ୍ବରରେ ଓଡ଼ିଶାର ଏସବୁ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨।୯: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଚଳିତ ସେପ୍ଟେମ୍ବର ମାସରେ ଓଡ଼ିଶାରେ ସାଧାରଣ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଭାରତରେ ସେପ୍ଟେମ୍ବରରେ ସାଧାରଣଠାରୁ ଅଧିକ…

ପ୍ରବଳ ବର୍ଷା, ଚାହୁଁ ଚାହୁଁ ନଦୀରେ ଭାସିଗଲା ରାସ୍ତାରେ ଥିବା ଭ୍ୟାନ

ମନାଲି,୨୭।୮: ହିମାଚଳରେ ପ୍ରବଳ ବର୍ଷା ଜାରି ରହିଛି। ନିରନ୍ତର ବର୍ଷା ଯୋଗୁ ଅନେକ ଲୋକଙ୍କ ଘର ଭାଙ୍ଗି ଯାଇଛି। ରାସ୍ତାରେ ପାଣି ଜମି ରହିବା ଯୋଗୁ ସାଧାରଣ ଲୋକମାନେ ଖୁବ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବନ୍ୟା ଏବଂ ବର୍ଷାର ଏହି ଭୟଙ୍କର…

୧୨ ରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଏସବୁ ଜିଲାକୁ ଚେତାବନୀ ଜାରି

ଭୁବନେଶ୍ୱର,୧୦ା୮: ଓଡ଼ିଶାରେ ଆସନ୍ତା ୧୨ ତାରିଖରୁ ବର୍ଷାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ରାଜ୍ୟରେ ବର୍ଷାକୁ ଆହୁରି ତୀବ୍ର କରିପାରେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri