ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍ ବାରମ୍ବାର ଅଚଳ ହୋଇପଡ଼ିଥିବା ବେଳେ ଶନିବାରଠାରୁ ଦାରିଙ୍ଗବାଡ଼ି ବ୍ଲକର ଏକାଧିକ ଫିଡ଼ର ଅଚଳ ହୋଇପଡିଛି…