ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…
ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚିଥିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର…
ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…
ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ ବେହାଲ ହୋଇପଡ଼ିଥିବା ବେଳେ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅତ୍ୟନ୍ତ ସଂଗୀନ ରୂପ ନେଇଛି।…
ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…
ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ ସକ୍ରିୟ ରହିଛି। ଏଥିସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ପ୍ରବାହ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬…
ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…
ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ ବର୍ଷା ପରିମାଣ ବଢିବା ସହ ୮ ତାରିଖ ଯାଏ ଲାଗି ରହିବ। ସୋମବାର…
ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…
ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବାବେଳେ କେତେକ ସ୍ଥାନରେ ଜୀବନ ହାନିର ସୂଚନା ମିଳିଛି।…
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ
ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାରୁ ଜଣାପଡ଼ିଛି। ବରଗଡ଼ର ଅମ୍ବାଭୋନାରେ ସର୍ବାଧିକ ୧୮୦ ମି.ମି.…
୧୦ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି : ୩ଦିନ ଏହିସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୯ା୧୦(ଅନୁରାଧା ମହାରଣା): ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ମାସର ପ୍ରଥମ ୮ଦିନରେ ରାଜ୍ୟରେ ହାରାହାରି ୮୬.୩ ମିମି ବର୍ଷା ରେକର୍ଡ ହୋଇଛି, ଯାହାକି ସମ୍ପୂର୍ଣ୍ଣ ମାସର ସ୍ବାଭାବିକ ବର୍ଷା ୧୧୨ ମିମିର…
୧୮ ଜିଲାକୁ ସତର୍କ କରାଇଲେ SRC, ଜିଲାପାଳମାନଙ୍କ ସହ କଥା ହୋଇ କହିଲେ…
ଭୁବନେଶ୍ୱର,୨୫ା୯: ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ଭିଡିଓ କନ୍ଫରେନ୍ସିଂ ଜରିଆରେ ସତର୍କ କରାଇଛନ୍ତି SRC। ୧୮ ଜିଲାର ଜିଲାପାଳଙ୍କ ସହ କଥା ହୋଇଛନ୍ତି ଏସ୍ଆର୍ସି। ଏହି ଜିଲାଗୁଡ଼ିକ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼,…
ରାଜ୍ୟର ସବୁ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପବନ, ୪୮ ଘଣ୍ଟା ଭିତରେ…
ଭୁବନେଶ୍ୱର,୨୪ା୮: ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୫ରୁ ୨୮ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟାରେ ଏହା ଘନୀଭୂତ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ପ୍ରାୟ ସବୁ ଜିଲାରେ…
୨୫ରେ ଆଉ ଏକ ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା
ଭୁବନେଶ୍ୱର,୨୨ା୮: ଆସନ୍ତା ୨୫ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱର…
ବଙ୍ଗୋପସାଗରରେ ଲଘୁଚାପ: କାଲିଠାରୁ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୭ା୮(ଅନୁରାଧା ମହାରଣା):ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ…
ଆଜି ଏସବୁ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରି କହିଲା…
ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଲାଗିରହିଛି। ଗୁରୁବାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ ଏବଂ…

