ଉଛୁଳୁଛି ବ୍ରାହ୍ମଣୀ: ରାସ୍ତାରେ ୫ ଫୁଟର ପାଣି, ଭୂସ୍ଖଳନ ହେବାରୁ…
ବଣାଇଁ,୨୭ା୭(ପ୍ରଦୀପ ତ୍ରିପାଠୀ): ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ବଣାଇଁ ଉପଖଣ୍ଡ ଅଞ୍ଚଳ। ପ୍ରବଳ ବର୍ଷାର ପ୍ରଭାବରେ ବ୍ରାହ୍ମଣୀ ଫୁଲିବା କାରଣରୁ ଗୋଟେ ପଟେ ଲହୁଣିପଡ଼ା-ବାରକୋଟ ୧୦ ନମ୍ବର (କ) ରାଜ୍ୟ ରାଜପଥର ସିହିଡିଆଠାରୁ ମସିନ୍ତା ପର୍ଯ୍ୟନ୍ତ ପ୍ରାୟ ୫…
ଆଜି ବଙ୍ଗୋପସାଗରରେ ଲଘୁଚାପ; ୨ ଜିଲାକୁ ରେଡ୍ ଆଲର୍ଟ, ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୨୪ା୭(ଅନୁରାଧା ମହାରଣା): ଦକ୍ଷିଣ ଚାଇନା ସାଗରରେ ସୃଷ୍ଟ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଘୂର୍ଣ୍ଣିବଳୟ ରୂପରେ ବୁଧବାର ବଙ୍ଗୋପସାଗରରେ ପ୍ରବେଶ କରିଛି। ଏହାର ପ୍ରଭାବରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଫଳରେ ରାଜ୍ୟରେ ବର୍ଷାର…
୨୦ ତାରିଖ ପର୍ଯ୍ୟନ୍ତ ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୧୪ା୭: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉତ୍ତର ମଧ୍ୟପ୍ରଦେଶର ମଧ୍ୟ ଭାଗ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ସହ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ…
ଓଡ଼ିଶାରେ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା: ଏସବୁ ଜିଲାକୁ ୟେଲୋ ଆଲର୍ଟ ଜାରି
ଭୁବନେଶ୍ୱର,୧୩।୭: ରାଜ୍ୟରେ ଆଗାମୀ ତିନି ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ…
ଆଜି ଅପରାହ୍ନ ସୁଦ୍ଧା ଏସବୁ ଜିଲାକୁ ପ୍ରବଳରୁ ଅତି ପ୍ରବଳ ଝଡ଼ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…
ଭୁବନେଶର,୬ା୭: ସାରା ରାଜ୍ୟରେ ଜାରି ରହିଛି ବର୍ଷା। କେତେକ ଜିଲାରେ ବନ୍ୟା ପରିସ୍ଥିତି ଉପୁଜୁଥିବାବେଳେ ଲୋକମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି ସ୍ଥିତିରେ ରବିବାର ରାଜ୍ୟର ବିଭିନ୍ନ ଜିଲାକୁ ଝଡ଼ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ପ୍ରବଳରୁ…
୭ ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା, ୨୪ ଘଣ୍ଟାରେ…
ଭୁବନେଶ୍ୱର,୩।୭: ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ୭ଟି ଜିଲାକୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଏହି ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗକୁ ନେଇ ବଡ଼…
ମାଡ଼ି ଆସୁଛି ଯୋଡା ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ଆଲର୍ଟ, ୨୪ ଘଣ୍ଟାରେ…
ଭୁବନେଶ୍ୱର,୨୯।୬: : ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି ହେବା ଫଳରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଉତ୍ତର ବଙ୍ଗୋପସାଗର ଏବଂ ଓଡ଼ିଶା ଓ ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଅଞ୍ଚଳରେ ଦୁଇଟି…
ଆଜି ଏସବୁ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୮ା୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କିଛିଦିନ ହେବ ବର୍ଷା ଲାଗି ରହିଥିବାବେଳେ ଆଜି ଅର୍ଥାତ୍ ଶନିବାର ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼,…
ଏସବୁ ଜିଲାକୁ ଅପରାହ୍ନରେ କାଳବୈଶାଖୀ: ପ୍ରବଳ ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ପବନର ବେଗ ରହିବ…
ଭୁବନେଶ୍ୱର,୬ା୬: ରାଜ୍ୟର ବିଭିନ୍ନ ଜିଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଶୁକ୍ରବାର ଅପରାହ୍ନ ସୁଦ୍ଧା କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି,…
IMDର ଆଲର୍ଟ: ଓଡ଼ିଶାର ୧୦ ଜିଲାରେ ଝଡ଼ବର୍ଷା! ଆଜି ରାତିରେ…
ଭୁବନେଶ୍ୱର,୩।୬: ଭୁବନେଶ୍ୱର ସମେତ ଓଡ଼ିଶାର ୧୦ ଜିଲା ପାଇଁ ଅରେଞ୍ଜ ଚେତାବନୀ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ମାଲକାନଗିରି, ଖୋର୍ଦ୍ଧା (ଭୁବନେଶ୍ୱର ସହ), ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ରାୟଗଡ଼ା, ସୁନ୍ଦରଗଡ଼, ନୟାଗଡ଼ ଓ କେନ୍ଦୁଝର ଜିଲାରେ ଝଡ଼ତୋଫାନ,…
ଆଜି ସନ୍ଧ୍ୟା ସୁଦ୍ଧା ଭୟଙ୍କର ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ଏହି ୧୪ ଜିଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର,୨୬ା୫: ସୋମବାର ରାଜ୍ୟର ପ୍ରାୟ ୧୪ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୬୦ କିମି ରହିପାରେ। ତେଣୁ ଏନେଇ ଜଗତ୍ସିଂହପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଯାଜପୁର, ମୟୂରଭଞ୍ଜ,…
IMD କଲା ଆଲର୍ଟ, ୫ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ…
ଭୁବନେଶ୍ୱର,୨୫।୫: ଏଥର ସଅଳ ଆସିଲା ମୌସୁମୀ । ୧୬ ବର୍ଷ ପରେ ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ପ୍ରବେଶ କରିଛି ମୌସୁମୀ । ମୌସୁମୀ ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ଏଭଳି ବର୍ଷା ଜାରି ରହିବ ବୋଲି…

