ବଙ୍ଗୋପସାଗରରେ ଲଘୁଚାପ: ଓଡ଼ିଶାରେ ଅତି ପ୍ରବଳ ବର୍ଷା, ଆଜି…
ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ଲଘୁଚାପ ହେତୁ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଆସନ୍ତା ମେ ୨୭ ତାରିଖ ସୁଦ୍ଧା ପଶ୍ଚିମ-ମଧ୍ୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।…
ଆସୁଛି ବଡ଼ ଲଘୁଚାପ: ୨୪ଘଣ୍ଟା ଭିତରେ ମାଡ଼ି ଆସୁଛି ଝଡବର୍ଷା, ୮ଜିଲାରେ…
ଭୁବନେଶ୍ୱର,୨୩।୫: ଆସୁଛି ବଡ଼ ଲଘୁଚାପ। ୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…
ଆଜି ସନ୍ଧ୍ୟାରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର,୧୬ା୫: ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ତେବେ ଏହି ୧୧ ଜିଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ,…
ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ପଡ଼ିପାରେ କୁଆପଥର
ଭୁବନେଶ୍ୱର,୨୭ା୪: ରାଜ୍ୟର ବଦଳିବ ପାଗ। ମେ’ ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ଝଟ୍କା ପବନ…
୫ଯାଏ କାଳବୈଶାଖୀ, ଏହିସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୩ା୪(ଅନୁରାଧା ମହାରଣା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ କାଳବୈଶାଖୀ ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି। ବିଜୁଳି, ଘଡ଼ଘଡ଼ି, ପବନ ସହ ହାଲୁକା ବର୍ଷା ଆରମ୍ଭ ହୋଇଛି। ବୁଧବାର ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, ରାୟଗଡା, କୋରାପୁଟ ଏବଂ କନ୍ଧମାଳ ଜିଲାର…
୨୪ଘଣ୍ଟାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା, ଆର୍ଲଟ କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨।୪: ପାଣିପାଗକୁ ନେଇ ବଡ଼ ଅପଡେଟ । ଆସୁଛି ବଡ଼ ବର୍ଷା । କେବଳ ସେତିକି ନୁହେଁ ୫ ଦିନ ଯାଏ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠୁ ପାଗରେ ପରିବର୍ତ୍ତନ ହେବ ।…
ବାତ୍ୟା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲାକୁ ରେଡ୍ ୱାର୍ନିଂ
ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ପୁରୀରୁ ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏନେଇ ଭାରତୀୟ ପାଣିପାଗ…

