ବର୍ଷା ବିପତ୍ତି: ରାତ୍ରି ଭୋଜନ କରୁଥିବା ବେଳେ ଘର ଉପରେ ଭାଙ୍ଗିପଡ଼ିଲା ବିରାଟ ପଣସ ଗଛ, ଭୟଙ୍କର ଦୁର୍ଘଟଣାରେ… ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ଗୋପୀନାଥପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତଳ ଚୋବରୀ ଗ୍ରାମରେ ଏକ ବଡ଼ ବିପତ୍ତି ଦେଖିବାକୁ ମିଳିଛି। ଶୁକ୍ରବାର ରାତି ପ୍ରାୟ ୮.୩୦ରୁ ୯.୦୦ଟା ମଧ୍ୟରେ ଅଞ୍ଚଳରେ ହୋଇଥିବା…