ଅତି ପ୍ରବଳ ବର୍ଷା ଆଶଙ୍କା: କଳାହାଣ୍ଡି ଜିଲାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା
ଭବାନୀପାଟଣା, ୨୮।୧୦(ଉତ୍ତମ କୁମାର ଦାଶ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗର ଏହି ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷା…

