Tag Archives: heavy rain

ଅମଳ ପୂର୍ବରୁ ଉଜୁଡ଼ିଗଲା ସ୍ବପ୍ନ: ପାଣିରେ ଲୋଟୁଛି ପାଚିଲା ଧାନ, ଚାଷୀଙ୍କ ମୁଣ୍ଡରେ ଚଡ଼କ

ଅମରପାଲି,୩୦ା୧୦(ପୀତାମ୍ବର ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୋଇଥିବା ଲଗାଣ ବର୍ଷା ଓ ପବନ ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ବ୍ୟାପକ ଧାନଫସଲ କ୍ଷତିଗ୍ରସ୍ତ ହୋଇଛି। ଅମଳ ପାଇଁ ପ୍ରସ୍ତୁତ ପାଚିଲା ଧାନଗଛ ସବୁ ଜମିରେ ଲୋଟିପଡ଼ିଥିବା ବେଳେ ବର୍ଷା ପାଣି…

ରାଇକିଆରେ ଅର୍ଣ୍ଣବ ପ୍ରଭାବ: ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛି କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌। ଦୁଇ ଦିନର ଅବିଶ୍ରାନ୍ତ ବର୍ଷା ଏବଂ ଗତ ୨୪ ଘଣ୍ଟା ମଧ୍ୟରେ ୩୮୬ ମିମି ବର୍ଷା ପରିମାଣ ରେକର୍ଡ଼ ହୋଇଛି। ବିଭିନ୍ନ ସ୍ଥାନକୁ…

ଛେଚୁଛି ବର୍ଷା: ପାଣିରେ ବୁଡ଼ିଲା ଚାଷଜମି, ଚିନ୍ତାରେ ଚାଷୀ

ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ସହର ଏବଂ ଆଖପାଖ ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରିରହିଛି l ଏହି ବର୍ଷା ଯୋଗୁୁ ବ୍ଲକ ଅଞ୍ଚଳର ଚାଷଜମି ବର୍ଷାପାଣିରେ ବୁଡି ରହିଥିବା ଦେଖିବାକୁ ମିଳିଛି l ଯାହାକୁ…

ଅର୍ଣ୍ଣବ ତାଣ୍ଡବ: ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ, ପୋଲ ଉପରେ ଚାଲିଲା ୩ ଫୁଟର ପାଣି

ମୋହନା,୨୮ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବ ପ୍ରଭାବ ଗଜପତି ଜିଲା ମୋହନା ଅଞ୍ଚଳରେ ପଡ଼ିଛି। ଦୁଇଦିନ ହେଲାଣି ତୁହାକୁ ତୁହା ବର୍ଷା ସହ ପବନ ଲାଗି ରହିଛି। ବୁଧବାର ଅପରାହ୍ନ ବ୍ରହ୍ମପୁରଠାରୁ ଜୟପୁରକୁ ସଂଯୋଗ କରୁଥିବା ୩୨୬ ଜାତୀୟ ରାଜପଥର ମୋହନା ନିକଟରେ ଥିବା…

ବାତ୍ୟା ଅର୍ଣ୍ଣବ ପ୍ରଭାବ: ଲଗାଣ ବର୍ଷାରେ ମାଟି କାନ୍ଥ ଭୁଶୁଡ଼ି ଫାଟିଲା ମହିଳାଙ୍କ ମୁଣ୍ଡ

ଖୋର୍ଦ୍ଧା,୨୮ା୧୦(ପ୍ରଭାତ ପାଣିଗ୍ରାହୀ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଦୁଇଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଗରିବ ପରିବାରଙ୍କ ପାଇଁ ବିପଦ ଡାକି ଆଣିଛି। ବର୍ଷାରେ ମାଟି କାନ୍ଥ ଭୁଶୁଡ଼ି ପଡ଼ିବାରୁ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଅସରଳା ପଞ୍ଚାୟତର ଦିଆଁନିପାଟଣା…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ ବର୍ଷାର ପ୍ରଭାବରେ ଋଷିକୁଲ୍ୟା ନଦୀର ଜଳସ୍ତର ଧୀରେଧୀରେ ବୃଦ୍ଧି ପାଉଥିବାରୁ ନଦୀକୂଳିଆ ଅଞ୍ଚଳରେ…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର ପରିମାଣ ବହୁତ ଅଧିକ ରହିବ । ଦୁଇ ଦିନ ହେଲା ବର୍ଷା ହେଉଛି,…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ…

ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି । ସେହିପରି ପୁରୀରୁ ପ୍ରାୟ ୨୭୦ କିଲୋମିଟର ଦକ୍ଷିଣ-ପୂର୍ବରେ ରହିଛି ଅବପାତ । କଳିଙ୍ଗପାଟନମରୁ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାପାଳ ଭି. କୀର୍ତ୍ତି ଭାସନ…

କୋରାପୁଟ ଜିଲାରେ ୪୭୭ ମିମି ବର୍ଷା: କୁନ୍ଦ୍ରାରେ ସର୍ବାଧିକ ୫୯ ମିମି

କୋରାପୁଟ,୧୧ା୯(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବ୍ଲକ୍‌ରେ ଶୁକ୍ରବାର ୪୭୭ ମିମି ବର୍ଷା ରେକର୍ଡ ହୋଇଛି । ଜିଲାର କୁନ୍ଦ୍ରା ବ୍ଲକ୍‌ରେ ସର୍ବାଧିକ ୫୯ ମିମି ବର୍ଷା ରେକର୍ଡ ହୋଇଛି । ଜୟପୁରରେ ୫୪.୬, ଲମତାପୁଟରେ ୪୮, କୋଟପାଡ଼ ଓ ବୈପାରିଗୁଡ଼ାରେ…

କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…

ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ ବର୍ଷା ଆରମ୍ଭ ହୋଇଯାଇଛି। ଏହିପରିପ୍ରେକ୍ଷୀରେ ଗୁରୁବାର କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?