Tag Archives: heavy rain

ବାହୁଡ଼ା ଯାତ୍ରା ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏହି ଜିଲାକୁ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୧।୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍‌ ଦକ୍ଷିଣ ଓଡ଼ିଶା, ଦକ୍ଷିଣ ଛତିଶଗଡ଼, ତେଲଙ୍ଗାନା, ମଧ୍ୟ ମହାରଷ୍ଟ୍ର,…

୭ ଜିଲାକୁ ପ୍ରବଳ ବର୍ଷା: ସତର୍କ କରାଇ ପାଣିପାଗ ବିଭାଗ କହିଲା ଏହି ସମୟରେ…

ଭୁବନେଶ୍ୱର,୧୯ା୭: ରବିବାର ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ରାଜ୍ୟ ସାରା ମୌସୁମୀ ସକ୍ରିୟ ରହିଥିବାବେଳେ ଅନ୍ୟ କେତେକ ଜିଲାରେ ଝଡ଼ବର୍ଷା, ବଜ୍ରପାତ ଏବଂ…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ ସୃଷ୍ଟି କରୁଛି । ଲୋକେ ଘରୁ ବାହାରି ନପାରି ନାହିଁ ନଥିବା ସମସ୍ୟା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍ ପାଣି ପଶି ଯାଇଛି। ଏହାସହ ସହରର ମୁଖ୍ୟ ରାସ୍ତା ଉପରେ ଆଣ୍ଠୁଏ ପାଣି…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ ବା ଦୁର୍ନୀତି ନିବାରଣ କାର୍ଯ୍ୟାଳୟର ପାଚେରି ଭୁଶୁଡ଼ି ଯାଇଛି। ଶୁକ୍ରବାର ଦ୍ୱିପହରରୁ ଲଗାଣ…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ ଯୋଜନାରେ ଘର ଖଣ୍ଡିଏ ପାଇଁ ବାରମ୍ବାର ଆବେଦନ କରି ସୁଦ୍ଧା ପରିବାର ଏଥିରୁ…

ମୋସୁମୀ ସକ୍ରିୟ, ଆସୁଛି ବଡ଼ ବର୍ଷା, ଏସବୁ ରାଜ୍ୟରେ ଏହି ଦିନ ପ୍ରବଳ ବର୍ଷିବ

ନୂଆଦିଲ୍ଲୀ,୯।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଧୀରେ ଧୀରେ ଆଗକୁ ବଢ଼ୁଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ମୌସୁମୀ ବାୟୁ ଆରବ ସାଗରର ଅନେକ ଅତିରିକ୍ତ ଅଂଶ, ମହାରାଷ୍ଟ୍ର, କର୍ନାଟକ, ଆନ୍ଧ୍ର ପ୍ରଦେଶ ଏବଂ ତେଲଙ୍ଗାନାକୁ ଆଚ୍ଛାଦିତ କରିଛି। ଆଗାମୀ ସାତ…

ପ୍ରବଳ ବର୍ଷା ସହ ହେବ ଘଡ଼ଘଡ଼ି: ଏସବୁ ଜିଲାକୁ ସତର୍କ କରାଇଲା ପାଣିପାଗ କେନ୍ଦ୍ର, ୩ ଘଣ୍ଟା ପାଇଁ…

ଭୁବନେଶ୍ୱର,୨ା୫: ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷକରି କଟକ ଓ ଭୁବନେଶ୍ବରକୁ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ୩ ଘଣ୍ଟିଆ ସତର୍କ ସୂଚନା ଜାରି କରିଛି ପାଣିପାଗ…

ଟଳିଲା ବାତ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା, ସହାୟତା ଦାବି କରି…

ଭଞ୍ଜନଗର,୨୯ା୧୦(ବାବୁଲା ପ୍ରଧାନ): ବାତ୍ୟା ଭଞ୍ଜନଗର ଅଞ୍ଚଳରେ ଯେଉଁଭଳି ତାଣ୍ଡବ ରଚିବ ବୋଲି ଆଶଙ୍କା କରାଯାଉଥିଲା ସୌଭାଗ୍ୟବଶତଃ ସେଭଳି କିଛି ହୋଇନାହିଁ। କିନ୍ତୁ ବର୍ଷା ପାଇଁ ବ୍ଲକର ଅନେକ ଝାଟିମାଟି ଘର ଭାଙ୍ଗିଯାଇଛି। ଏଥିସହ ଜମିରେ ପାଣି ଭରି ରହିବା ଯୋଗୁ ଧାନଫସଲ…

ପୁଣି କଳିଙ୍ଗା ଘାଟିରେ ପ୍ରବଳ ବର୍ଷା: ଧୋଇଗଲା କଂକ୍ରିଟ୍‌ କାର୍ଯ୍ୟ

ଜି.ଉଦୟଗିରି,୧୧ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ) ଭୂସ୍ଖଳନ ଯୋଗୁ ଦୀର୍ଘ ୨୫ ଦିନ ହେଲାଣି କଳିଙ୍ଗା ଘାଟି ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛି। ଗତମାସ ୧୬ ତାରିଖରେ ବାଦଲ ଫଟା ବର୍ଷା ଓ…

ପ୍ରବଳ ବର୍ଷାରେ ଫସଲ ନଷ୍ଟ: ଚାଷୀଙ୍କୁ କ୍ଷତିପୂରଣ ନିର୍ଦ୍ଦେଶ

ଗଞ୍ଜାମ,୫ା୧୦(ଅଖିଳ ତରାଇ): ଗଞ୍ଜାମ ବ୍ଲକର ସାନରାମଚନ୍ଦ୍ରପୁର, ଝାରିଡି, ରାମଗଡ଼ ଆଦି ପଞ୍ଚାୟତରେ ପ୍ରବଳ ବର୍ଷା ଯୋଗୁ କୃଷକମାନେ ବ୍ୟାପକ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଫୁଲକୋବି, କାଙ୍କଡ଼ ଏବଂ ଅନ୍ୟାନ୍ୟ ପନିପରିବା ଫସଲ ବର୍ଷା ଯୋଗୁ ବୁଡ଼ି ନଷ୍ଟ ହୋଇଯାଇଛି। ଏହି ଅଞ୍ଚଳର…

ଲଗାଣ ବର୍ଷାରେ ବେହାଲ ପଶ୍ଚିମବଙ୍ଗ, ଭାଙ୍ଗି ପଡ଼ିଲା ପୋଲ ୬ ମୃତ୍ୟୁ

କୋଲକାତା,୫।୧୦: ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦାର୍ଜିଲିଂ ଜିଲାର ମିରିକରେ ଭୂସ୍ଖଳନ ଯୋଗୁ ଅତି କମରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଜିଲାର ସହର ଏବଂ ପର୍ଯ୍ୟଟନସ୍ଥଳୀ ମିରିକ ଏବଂ କର୍ସିଓଙ୍ଗକୁ ସଂଯୋଗ କରୁଥିବା ଡୁଡିଆ ଲୁହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?