ବର୍ଷା ପବନରେ କୃଷ୍ଣପ୍ରସାଦ ବେହାଲ: ଗାଁ ଦାଣ୍ଡରେ ଲହଡ଼ି ମାରୁଛି ପାଣି, ଚିଲିକାରେ ବୁଡ଼ି ଜଣେ ମୃତ
କୃଷ୍ଣପ୍ରସାଦ,୨୪।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ତାଣ୍ଡବ ରଚିଛି ଗଭୀର ଅବପାତ । ଏହାର ପ୍ରଭାବରେ ପ୍ରବଳ ତୋଫାନ ସାଙ୍ଗକୁ ଲଗାତର ବର୍ଷା ଅନେକ କ୍ଷୟକ୍ଷତି କରିଛି । ମାଛ ଧରିବାକୁ ଯାଇଥିବା ଅଁଳାକୁଦା ଗ୍ରାମର ମୂଳିରାମ ପରିଡା ଚିଲିକା…
ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ
ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି ଘେରରେ ଥିବା ଜଣା ପଡିଛି । ପବନର ବେଗ ଅଧିକ ନଥିଲେ ମଧ୍ୟ…
ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ
ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ ଦୁଇ ଦିନ ପାଇଁ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ଏଥିସହ…
ମୟୂରଭଞ୍ଜ ପ୍ରବଳରୁ ଅତି ପ୍ରବଳ ବର୍ଷା: ଉପୁଜିଲା ବନ୍ୟା ଆଶଙ୍କା
ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପଜନିତ ବର୍ଷା ପ୍ରଭାବରେ ବନ୍ୟା ପରିସ୍ଥିତି ଉପୁଜିଛି। ଜିଲାର ବିଭିନ୍ନ ବ୍ଲକ ସମେତ ଶିମିଳିପାଳର ବିଭିନ୍ନ ସ୍ଥାନରେ ସୋମବାର ସକାଳ ୬ଟାରୁ ମଙ୍ଗଳବାର ସକାଳ ୬ଟା ପର୍ଯ୍ୟନ୍ତ ବର୍ଷା ରେକର୍ଡ ହୋଇଛି । ଓଡ଼ିଶା…
ମାଡି ଆସୁଛି ଭୟଙ୍କର ଘୂର୍ଣ୍ଣିଝଡ଼! ୪ ଦିନ ଓଡ଼ିଶାରେ ପ୍ରବଳ ଛେଚିବ ବର୍ଷା
ଭୁବନେଶ୍ୱର,୨୨।୧୧: ନଭେମ୍ବର ୨୨ ତାରିଖରେ ବଙ୍ଗୋପସାଗରରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ପ୍ରଣାଳୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଡିପ୍ରେସନରେ ପରିଣତ ହେବ ଏବଂ ୨୬ ତାରିଖ ସୁଦ୍ଧା ଘୂର୍ଣ୍ଣିଝଡ଼ରେ ପରିଣତ ହୋଇପାରେ। ଏହା ଦ୍ରୁତ ଗତିରେ ଶକ୍ତିଶାଳୀ…
୧୩ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର,୭ା୯: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଓଡ଼ିଶାରେ ଆସନ୍ତା ୭ ରୁ ୧୩ ସେପ୍ଟେମ୍ବର ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ହେବାର ସମ୍ଭାବନା ରହିଛି। ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…
ଆଜି ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୯ ତାରିଖରୁ ଆହୁରି ବଢ଼ିବ
ଭୁବନେଶ୍ୱର,୧୮ା୮: ସୋମବାର କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ବଜ୍ରପାତ ପାଇଁ…
ଓଡ଼ିଶାରେ ଆଗାମୀ ୫ ଦିନ ପ୍ରବଳ ବର୍ଷା: IMD ଜାରି କଲା ଚେତାବନୀ
ଭୁବନେଶ୍ୱର,୩ା୮: ଭାରତୀୟ ପାଣିପାଗ ବିଭାଗ (IMD) ରାଜ୍ୟରେ ଆଗାମୀ ୫ ଦିନ, ଅର୍ଥାତ୍ ଅଗଷ୍ଟ ୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ଝଡ଼ବଳା ପବନ ସହ ବିଜୁଳି ହେବାର ସମ୍ଭାବନା ଥିବା ନେଇ ହଳଦିଆ ଚେତାବନୀ ଜାରି କରିଛି। ଏକ…

