Tag Archives: helicopter crash

ବଜାରରେ କ୍ରାଶ ହେଲା ସେନା ହେଲିକପ୍ଟର, ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୪।୨: ଆମେରିକା ସହିତ ଚାଲିଥିବା ଉତ୍ତେଜନା ମଧ୍ୟରେ ମଙ୍ଗଳବାର ଦିନ କେନ୍ଦ୍ରୀୟ ଇରାନରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । କେନ୍ଦ୍ରୀୟ ଇରାନର ଏକ ଫଳ ଏବଂ ପନିପରିବା ବଜାରରେ ହେଲିକପ୍ଟରଟି ଖସିପଡ଼ିବାରୁ ଅତି କମରେ ଚାରି ଜଣଙ୍କର ମୃତ୍ୟୁ…

Video: ପଥରରେ ପିଟି ହୋଇ ସମୁଦ୍ର କୂଳରେ କ୍ରାସ ହେଲା ହେଲିକପ୍ଟର ୫ମୃତ, ଦେଖନ୍ତୁ ଭୟଙ୍କର ଦୃଶ୍ୟ

ମସ୍କୋ,୯।୧୧: ରୁଷିଆର ଡାଗେସ୍ତାନରେ ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ହଠାତ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପାଞ୍ଚ ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣାର ଏକ ଭୟଙ୍କର ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ହେଲିକପ୍ଟରର…

ମଝି ଆକାଶରେ ହେଲିକପ୍ଟରରେ ଲାଗିଲା ନିଆଁ, ଜଳିଗଲେ ସମସ୍ତ ଯାତ୍ରୀ

ଓ୍ବାଶିଂଟନ,୭ା୯: ଆମେରିକାର ମିନେସୋଟାର ଟ୍ବିନ୍‌ ସିଟିଜ୍‌ ଅଞ୍ଚଳରେ ବିମାନବନ୍ଦର ନିକଟରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇ ନିଆଁ ଲାଗିଯାଇଥିଲା। ତେବେ ଏଥିରେ ଥିବା ସମସ୍ତ ଯାତ୍ରୀ ପ୍ରାଣ ହରାଇଥିବା ଅଧିକାରୀମାନେ ନିଶ୍ଚିତ କରିଛନ୍ତି। ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରଟି ରବିନସନ R-66। ଏହା ଏୟାରଲେକ…

ପାଇଲଟଙ୍କ ମୃତ୍ୟୁକୁ ନେଇ ଶୋକାକୂଳ ପରିବେଶ, ୪ ମାସ ତଳେ ହୋଇଥିଲେ ଯମଜ ସନ୍ତାନଙ୍କ ପିତା

ଡେରାଡୁନ,୧୫।୬: ଉତ୍ତରାଖଣ୍ଡରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜୟପୁରର ପାଇଲଟ ରାଜବୀର ସିଂହ ପ୍ରାଣ ହରାଇଛନ୍ତି। ରାଜବୀର ସିଂହ ୧୪ ବର୍ଷ ଧରି ସେନାରେ ସେବା କରିବା ପରେ ଅବସର ନେଇଥିଲେ। ସେ ସେନାରେ ଲେଫ୍ଟନାଣ୍ଟ କର୍ଣ୍ଣେଲ ପଦବୀରେ ଥିଲେ। ଏବେ ମୁଖ୍ୟମନ୍ତ୍ରୀ…

ଆଉ ଏକ ବଡ଼ ଦୁର୍ଘଟଣା, କେଦାରନାଥରୁ ଆସୁଥିବା ହେଲିକପ୍ଟର ଧ୍ୱଂସ

ଡେରାଡୁନ,୧୫।୬: ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗର ଗୌରୀକୁଣ୍ଡ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରବିବାର ସକାଳେ କେଦାରନାଥ ମାର୍ଗରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ମୋଟ ପାଞ୍ଚ ଜଣ ଥିଲେ। ସମସ୍ତ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। NDRF…

ବଡ଼ ଦୁର୍ଘଟଣା, ଉତ୍ତରକାଶୀରେ କ୍ରାସ ହେଲା ହେଲିକପ୍ଟର

ଡେରାଡୁନ,୮।୫: ଉତ୍ତରାଖଣ୍ଡରେ ଏକ ବଡ଼ ହେଲିକପ୍ଟର ଦୁର୍ଘଟଣା ଘଟିଛି। ଏଠାରେ ତୀର୍ଥଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। କୁହାଯାଉଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri