ନୂଆବର୍ଷରେ ଉତ୍ସବ ପାଳନ କରୁଥିବା ଲୋକଙ୍କ ଉପରେ ଟ୍ରକ ଚଢ଼ାଇ ଆଖିବୁଜା ଗୁଳିମାଡ଼ ଓ୍ବାଶିଂଟନ, ୧।୧: ନୂଆବର୍ଷରେ ଆମେରିକାର ନ୍ୟୁ ଓରଲିୟନ୍ସସ୍ଥିତ ବୋରବନ୍ ଷ୍ଟ୍ରିଟଠାରେ ଏକ ଦୁଃଖଦ ଘଟଣା ସାମନାକୁ ଆସିଛି। ଗୋଟିଏ ଟ୍ରକ୍ ଦ୍ରୁତ ଗତିରେ ଆସି ନୂଆ ବର୍ଷ ପାଳନ କରୁଥିବା ହଜାରରୁ ଅଧିକ ଲୋକଙ୍କ ଉପରେ ଚଢ଼ିଯାଇଥିଲା। ଏହାପରେ ଡ୍ରାଇଭର...