ହରଦୀପ ପୁରୀଙ୍କୁ ନେଇ ୩ ବଡ଼ ଆପତ୍ତି ଉଠାଇଲେ ବିଧାୟକ, ରାଜ୍ୟ ସଭା ନାମାଙ୍କନ….
ଭୋପାଳ,୩।୧୧: ମଧ୍ୟପ୍ରଦେଶରେ ରାଜ୍ୟ ସଭା ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି । ଭାଜପା ପ୍ରାର୍ଥୀ ହରଦୀପ ପୁରୀଙ୍କ ନାମାଙ୍କନକୁ ନେଇ ଆପତ୍ତି ଉଠାଇଛି କଂଗ୍ରେସ। ମଧ୍ୟପ୍ରଦେଶ କଂଗ୍ରେସ ବିଧାୟକ ହେମନ୍ତ କଟାରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଏକାଧିକ ଆପତ୍ତି…

