ଏନଡିଏରେ ମିଶିବେ କି ହେମନ୍ତ ସୋରେନ? ଛାଡିବେ ରାହୁଲଙ୍କ ହାତ! ରାଜନୀତିରେ ଚହଳ ନୂଆଦିଲ୍ଲୀ,୩।୧୨: ଝାଡ଼ଖଣ୍ଡରେ ବଦଳିବ ରାଜନୈତିକ ସମୀକରଣ? ଇଣ୍ଡିଆ ମେଣ୍ଟ ଛାଡ଼ିବେ କି ମୁଖ୍ୟମନ୍ତ୍ରୀ ସୋରେନ! ଭାଜପାର ୨ ଡେପୁଟି ସିଏମ ନେଇ ଚାଲିଛି ଅଙ୍କକଷା । ବିହାର ପରାଜୟ ପରେ ବିରୋଧୀ ଶିବିର ଏକପ୍ରକାର ଅସ୍ଥିର ହୋଇପଡ଼ିଛି । ମେଣ୍ଟ...