ଶପଥ ନେଲେ ହେମନ୍ତ ସୋରେନ ରାଞ୍ଚି,୨୮ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ବହୁ ସଂଖ୍ୟା ଭୋଟ୍ରେ ଜିତିଥିବା ହେମନ୍ତ ସୋରେନ ଗୁରୁବାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାର ବିରୋଧୀ…