Tag Archives: hemant soren

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ ଏବଂ ସେପ୍ଟେମ୍ବର ୮…

ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ ପୋଷ୍ଟ ଶେୟାର କରି କ’ଣ ଲେଖିଲେ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ ଦିନ ଧରି ଚାଲିଛି, ଏବଂ ସରକାର ଛାତ୍ରମାନଙ୍କ ସହିତ ଆଲୋଚନା କରିବାକୁ ଚେଷ୍ଟା…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ ଏହାର ପ୍ରାର୍ଥୀ ପ୍ରଣବ ଝା ପରାଜୟର ସମ୍ମୁଖୀନ ହୋଇଥିଲେ। ଦୁଇଟି ଆସନ ପାଇଁ…

ଏନଡିଏରେ ମିଶିବେ କି ହେମନ୍ତ ସୋରେନ? ଛାଡିବେ ରାହୁଲଙ୍କ ହାତ! ରାଜନୀତିରେ ଚହଳ

ନୂଆଦିଲ୍‌ଲୀ,୩।୧୨: ଝାଡ଼ଖଣ୍ଡରେ ବଦଳିବ ରାଜନୈତିକ ସମୀକରଣ? ଇଣ୍ଡିଆ ମେଣ୍ଟ ଛାଡ଼ିବେ କି ମୁଖ୍ୟମନ୍ତ୍ରୀ ସୋରେନ! ଭାଜପାର ୨ ଡେପୁଟି ସିଏମ ନେଇ ଚାଲିଛି ଅଙ୍କକଷା । ବିହାର ପରାଜୟ ପରେ ବିରୋଧୀ ଶିବିର ଏକପ୍ରକାର ଅସ୍ଥିର ହୋଇପଡ଼ିଛି । ମେଣ୍ଟ ଭିତରେ…

ହେମନ୍ତଙ୍କ ପାଇଁ ଗେମ୍ ଚେଞ୍ଜର ସାବ୍ୟସ୍ତ ହୋଇପାରେ ମୈଆ ଯୋଜନା

ନୂଆଦିଲ୍ଲୀ,୧୨।୧୧: ଝାଡ଼ଖଣ୍ଡ ନିର୍ବାଚନରେ ମାଗଣା ଯୋଜନା ସମସ୍ତ ପାର୍ଟି ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଲିଭାଇବାକୁ ଯାଉଛି। ଓଡ଼ିଶା ମଡେଲରେ ସେଠାରେ ସୁଭଦ୍ରା ଭଳି ‘ଗୋ ଗୋ ଦିଦି’ ଯୋଜନା ମାଧ୍ୟମରେ ମହିଳା ମାନଙ୍କୁ ୨୧୦୦ ଟଙ୍କା ଦେଇ ଭୋଟ ହାତେଇବାକୁ ଯୋଜନା…

ମୁଖ୍ୟମନ୍ତ୍ରୀଙ୍କୁ ବଡ଼ ଅନୁରୋଧ କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, କଲେ ଏହି ଦାବି

ଭୁବନେଶ୍ୱର,୧୭।୯: ରାଞ୍ଚିର ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ମାମଲାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡ଼ି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି କରିଛନ୍ତି। ରାଞ୍ଚିର ୧୯ ବର୍ଷ ବୟସରେ ଅଭିଷେକ ରବିଙ୍କ ମୃତ୍ୟୁକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୨୧ରୁ ୫୦ ବର୍ଷ ବୟସର ମହିଳାଙ୍କୁ ମଳିବ ପ୍ରତି ମାସରେ ୧୦୦୦

ରାଞ୍ଚି, ୨୨।୦୭: ରାଜ୍ୟରେ ୨୧ ରୁ ୫୦ ବର୍ଷ ବୟସର ୪୦ ଲକ୍ଷ ମହିଳାଙ୍କୁ ପ୍ରତି ମାସରେ ୧ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇଦେବା ଯୋଜନା ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ। ଏନେଇ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସୂଚନା…

‘ହେମନ୍ତ ସରକାର ଦେଶର ସବୁଠାରୁ ଦୁର୍ନୀତିଗ୍ରସ୍ତ’: ଅମିତ ଶାହା

ନୂଆଦିଲ୍ଲୀ, ୨୦ା୭: ଆଗକୁ ରାଜ୍ୟରେ ବିଧାନସଭା ନର୍ବାଚନ ଥିବା ବେଳେ ଶନିବାର ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ସରକାର ଉପରେ ସଣ୍ଡୁଆସି ଆକ୍ରମଣ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ରାଜ୍ୟରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଥିବା ବେଳେ ରାଜ୍ୟର ନକ୍ସା ବଦଳି…

ମୁଖ୍ୟମନ୍ତ୍ରୀଙ୍କ ବଢ଼ିଲା ଚିନ୍ତା, ସୁପ୍ରିମ୍‌କୋର୍ଟ ଗଲା ଇଡି

ନୂଆଦିଲ୍ଲୀ, ୦୮।୦୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଜାମିନ୍‌ ବିରୋଧରେ ସୁପ୍ରିମ୍‌କୋର୍ଟର ଦ଼୍ବାରସ୍ଥ ହୋଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି । ଇଡି ଏନେଇ କହିଛି ଯେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟ ଯେଉଁ ଜାମିନ୍‌ ପ୍ରଦାନ କରିଛନ୍ତି ତାହା…

ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ,

ରାଞ୍ଚି,୩।୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ ପୁନର୍ବାର ମୁଖ୍ୟମନ୍ତ୍ରୀ ହେବା ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି କରିଛନ୍ତି। ଜେଲ୍ରୁ ଫେରିବା ପରେ…

ଝାଡ଼ଖଣ୍ଡରେ ବଡ଼ ପରିବର୍ତ୍ତନ, ହେମନ୍ତ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ

ରାଞ୍ଚି, ୨୯।୦୬: ଝାଡ଼ଖଣ୍ଡ ହାଇକୋର୍ଟ ତଥାକଥିତ ଜମି ଘୋଟାଲା ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଶୁକ୍ରବାର ଜାମିନ୍‌ ପ୍ରଦାନ କରିଛନ୍ତି । ଫଳରେ ହେମନ୍ତ ସୋରେନ୍‌ ପୁଣିଥରେ ସକ୍ରିୟ ରାଜନୀତିକୁ ଓହ୍ଲାଇବା ନେଇ ଜଣାପଡ଼ିଛି । ଆଗକୁ ଆସୁଥିବା ବିଧାନସଭା…

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ ସଂସ୍କାର ଏବଂ ଶ୍ରାଦ୍ଧରେ ସାମିଲ ହୋଇପାରିବେ ନାହିଁ। ତାଙ୍କୁ ଅନ୍ତରୀଣ ଜାମିନ ଦେବାକୁ ମନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?