ଦୁନିଆର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟ: ପ୍ରଥମ ସ୍ଥାନରେ ଅଛନ୍ତି ୬ ଦେଶ, କେଉଁ ସ୍ଥାନରେ ଅଛି ଭାରତ ଜାଣନ୍ତୁ ନୂଆଦିଲ୍ଲୀ,୧।୧୧: ଦୁନିଆର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟର ତାଲିକା ପ୍ରକାଶ ପାଇଛି। ହେନଲି ପାସପୋର୍ଟ ଇଣ୍ଡେକ୍ସ ୨୦୨୪ ଅନୁଯାୟୀ, ଏଥର ଗୋଟିଏ କିମ୍ବା ଦୁଇଟି ନୁହେଁ ବରଂ ୬ଟି ଦେଶ ପ୍ରଥମ ସ୍ଥାନରେ ଅଛନ୍ତି। ଏହାର ଅର୍ଥ ଏହି ୬ଟି ଦେଶର...