ହିରୋ ମୋଟୋକର୍ପକୁ ମିଳିଲା ବିଏସ-ଭିଆଇ ସାର୍ଟିଫିକେଟ୍ ନୂଆଦିଲ୍ଲୀ, ୧୧।୬: ବିଶ୍ୱର ବୃହତ୍ତମ ଦୁଇଚକିଆ ଯାନ ନିର୍ମାଣକାରୀ ସଂସ୍ଥା ହିରୋ ମୋଟୋକର୍ପ ପ୍ରଥମ ଦୁଇ ଚକିଆ ଯାନ ଭାବେ ବିଏସ-ଭିଆଇ ସାର୍ଟିଫିକେଟ ହାସଲ କରିଛି। ବିଏସ-ଭିଆଇ ମାନଦଣ୍ଡ ଅନୁସାରେ ସଫଳ ପରୀକ୍ଷଣ ଦେବା ପରେ ଇଣ୍ଟରନାଶ୍ନାଲ ସେଣ୍ଟର ଫର...