ଜବତ ରେକର୍ଡରୁ ୫ ଲକ୍ଷ କୋଟି ଟଙ୍କାର ହେରୋଇନ ଗାଏବ, କେନ୍ଦ୍ରକୁ ଜବାବ ମାଗିଲେ ଦିଲ୍ଲୀ ହାଇକୋର୍ଟ ନୂଆଦିଲ୍ଲୀ,୩ା୫: ୨୦୧୮ରୁ ୨୦୨୦ ମଧ୍ୟରେ ଜବତ ହୋଇଥିବା ୭୦,୭୭୨.୪୮ କିଲୋଗ୍ରାମ ହେରୋଇନ୍ ରେକର୍ଡରୁ ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ଦିଲ୍ଲୀ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ବି.ଆର୍. ଅରବିନ୍ଦାକ୍ଷଣଙ୍କ ପକ୍ଷରୁ ଦାଏର ପିଟିଶନ ଉପରେ ଜଷ୍ଟିସ୍ ସୁବ୍ରମଣ୍ୟମ...