ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ମାର୍ଗରେ ବିଛାଯାଇଥିବା ସମ୍ଭାବ୍ୟ ସୁଡ଼ଙ୍ଗଗୁଡ଼ିକୁ ସଫା କରିବା ପାଇଁ ଆମେରିକା ସେନା ପ୍ରସ୍ତୁତି…