ହ୍ୟୁମାନ ସାଗର ମୃତ୍ୟୁ ମାମଲା, ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ କଟକ,୧୩।୧: ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି ହାଇକୋର୍ଟ । ଅର୍ପିତାଙ୍କୁ ଏକପ୍ରକାର ଆଶ୍ବସ୍ତି ମିଳିଛି । ଅର୍ପିତା ଓ ସୋମେଶ ଶତପଥୀଙ୍କୁ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି । ସୋମେଶ ଶତପଥୀ ଓ ସିଙ୍ଗର ଅର୍ପିତାଙ୍କୁ...