high court

ବିବାହ ବିଚ୍ଛେଦ ମାମଲାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ମାମଲା ବିଚାରାଧୀନ ଥିଲେ ଜଣେ ନେଇପାରିବେ…

କଟକ,୧୦ା୧: ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, ମାମଲା ବିଚାରାଧୀନ ଥିବାବେଳେ ଜଣେ ଏକପାଖିଆ ସମ୍ମତି ପ୍ରତ୍ୟାହାର…

11 months ago

ବ୍ୟକ୍ତିଗତ ହାଜିର ପାଇଁ OPSC ଅଧ୍ୟକ୍ଷଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୧ା୧୧: ଡେଣ୍ଟାଲ ସର୍ଜନ ନିଯୁକ୍ତି ଅନିୟମିତତା ମାମଲାରେ ବ୍ୟକ୍ତିଗତ ହାଜିର ପାଇଁ OPSC ଅଧ୍ୟକ୍ଷଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବାରମ୍ବାର ତାଗିଦ ସତ୍ତ୍ୱେ ରିଭାଇଜ୍‌ ମେରିଟ୍‌ ଲିଷ୍ଟ…

1 year ago

କନଷ୍ଟେବଳ ନିଯୁକ୍ତି ଆବେଦନ ତାରିଖ ବୃଦ୍ଧିକଲେ ହାଇକୋର୍ଟ, ଜାଣନ୍ତୁ କେତେ ପର୍ଯ୍ୟନ୍ତ ବଢ଼ିଲା…

କଟକ,୩୦ା୧୦: ଓଡ଼ିଶାର ବିଭିନ୍ନ ବାଟାଲିଅନରେ କନଷ୍ଟେବଳ/ସିପାହୀ ନିଯୁକ୍ତି ଆବେଦନ ତାରିଖ ବୃଦ୍ଧି ପାଇଛି। ଆବେଦନ ପାଇଁ ବୁଧବାର ଥିବା ଶେଷ ତାରିଖକୁ ମାନ୍ୟବର ହାଇକୋର୍ଟ ବୃଦ୍ଧି କରିଛନ୍ତି।…

1 year ago

୨ ଦିନ ହାଇକୋର୍ଟ ଛୁଟି

କଟକ,୨୩ା୧୦ (କାର୍ତ୍ତିକ ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ହାଇକୋର୍ଟକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ହାଇକୋର୍ଟ ପକ୍ଷରୁ ବୁଧବାର ଜାରି ବିଜ୍ଞପ୍ତି ଅନୁଯାୟୀ, ଆଗାମୀ…

1 year ago

ଅମ୍ବୁଡସ ପର୍ସନଙ୍କ ପ୍ରୋସିଡିଂ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ

କେନ୍ଦୁଝର/ହାଟଡିହୀ,୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ): ହାଟଡିହୀ ବ୍ଲକ ସମ୍ପର୍କିତ ଏକ ମାମଲାର ଶୁଣାଣି କରି କେନ୍ଦୁଝର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅମ୍ବୁଡ଼ସ ପର୍ସନଙ୍କ ପ୍ରୋସିଡିଂ ଉପରେ ମାନ୍ୟବର ଓଡ଼ିଶା ହାଇକୋର୍ଟ…

1 year ago

ଜାହାଜକୁ ଗିରଫ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ପାରାଦୀପ,୧୬ା୮: ପାରାଦୀପରେ ଆଉ ଏକ ଜାହାଜକୁ ଗିରଫ କରିବା ପାଇଁ ହାଇକୋର୍ଟ  ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ କୁଜଙ୍ଗ ସବ୍‌ଜଜ୍‌ଙ୍କୁ ମାର୍ଶାଲ ରୂପେ ନିଯୁକ୍ତ କରାଯାଇଛି। ହାଇକୋର୍ଟଙ୍କ ପରବର୍ତ୍ତୀ…

1 year ago

ବିଜେଡିର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକଙ୍କୁ ବଡ଼ ଝଟ୍‌କା, ନୋଟିସ୍‌ ପଠାଇଲେ ହାଇକୋର୍ଟ

ନୟାଗଡ଼, ୦୬।୦୮: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କୁ ବଡ଼ ଝଟ୍‌କା ଲାଗିଛି । ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ…

1 year ago

ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ସୁନ୍ଦରଗଡ଼,୨୨ା୭: ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ ହୋଇଛି। ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ହାଇକୋର୍ଟ ସାରଦାଙ୍କୁ ଏହି ନୋଟିସ୍‌ କରିଛନ୍ତି ।…

1 year ago

ହାଇକୋର୍ଟଙ୍କ ଗୁରୁତ଼୍ବପୂର୍ଣ୍ଣ ରାୟ, ଏଥର ମିଳିବ ୬ମାସ ଛୁଟି

ଭୁବନେଶ଼୍ବର, ୦୬।୦୭: ସରୋଗେସିରେ ମାଆ ହେଉଥିବା ମହିଳା କର୍ମଚାରୀଙ୍କ ପାଇଁ ମାତୃକାଳୀନ ଛୁଟିକୁ ନେଇ ଓଡ଼ିଶା ହାଇକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି । କୋର୍ଟ ତାଙ୍କ…

1 year ago

ଧର୍ମାନ୍ତରୀକରଣ ହେଉଥିବା ଧର୍ମସଭା ବନ୍ଦ କର: ହାଇକୋର୍ଟ

ପ୍ରୟାଗରାଜ,୩ା୭(ପି.ଟି.): ଧର୍ମାନ୍ତରୀକରଣ ହେଉଥିବା ଧର୍ମସଭାଗୁଡ଼ିକୁ ତୁରନ୍ତ ବନ୍ଦ କରାଯିବା ଆବଶ୍ୟକ ବୋଲି ଆଲ୍ଲାହାବାଦ ହାଇକୋର୍ଟ କହିଛନ୍ତି। ଏହା ବନ୍ଦ ନ ହେଲେ ଦିନେ ଦେଶର ସଂଖ୍ୟାବହୁଳ ସଂଖ୍ୟାଲଘୁରେ…

1 year ago

ହାଇକୋର୍ଟରେ ବାହାରିଲା ୮୦ ପଦବୀ ପାଇଁ ବିଜ୍ଞପ୍ତି, ଏହି ଦିନ ଶେଷ ତାରିଖ

ନୂଆଦିଲ୍ଲୀ,୨।୬: ପାଟଣା ହାଇକୋର୍ଟରେ ୮୦ଟି ପଦବୀ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ହାଇକୋର୍ଟରେ ଖାଲି ପଡ଼ିଥିବା ଟ୍ରାନ୍ସଲେଟର ଏବଂ ଟ୍ରାନ୍ସଲେଟର କମ୍‌ ପ୍ରୁଫ୍‌ ରିଡର ପଦବୀ…

2 years ago

ସରକାରୀ ଡାକ୍ତରଙ୍କ ଘରୋଇ ସେବା ବିରୋଧରେ ମାମଲା: ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ ନିର୍ଦ୍ଦେଶ

କଟକ,୬ା୪(କାର୍ତ୍ତିକ ସାହୁ): ସରକାରୀ ଡାକ୍ତରଖାନାରେ ନିଯୁକ୍ତି ପାଇଥିବା ଡାକ୍ତର ଘରୋଇ ହସ୍ପିଟାଲ୍‌ରେ କରୁଥିବା ଚିକିତ୍ସା ସେବା ବନ୍ଦ କରିବା ନେଇ ହାଇକୋର୍ଟରେ ରୁଜୁ ଜନହିତ ମାମଲାର ଶୁଣାଣି…

2 years ago