ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…
ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ଅଭିଜ୍ଞ ବୃତ୍ତିଗତଙ୍କ ପାଇଁ ନିଯୁକ୍ତି ସୁଯୋଗ ଆଣିଦେଇଛି। କୋଲକାତାସ୍ଥିତ ଷ୍ଟେଟ୍ ବ୍ୟାଙ୍କ ଇନଷ୍ଟିଚ୍ୟୁଟ୍…

