ହାଇ ଭୋଲଟେଜ ତାର ସଂସ୍ପର୍ଶରେ ଆସିଲା ଜଗନ୍ନାଥଙ୍କ ରଥ, ୨ ଛାତ୍ର ମୃତ, ୭ ଗୁରୁତର ରାଞ୍ଚି,୨୧।୭: ଝାଡ଼ଖଣ୍ଡ ଟୋରପା ଥାନା ଅଞ୍ଚଳର କୋଟେଙ୍ଗସେରାର ‘ମାଉସି ବାରି’ ନିକଟରେ ପ୍ରଭୁ ଜଗନ୍ନାଥଙ୍କ ରଥ ୧୧,୦୦୦ ଭୋଲ୍ଟର ହାଇ-ଟେନସନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଦୁଇଜଣ ସ୍କୁଲ ଛାତ୍ରଙ୍କ ଦୁଃଖଦ ମୃତ୍ୟୁ ଘଟିଛି ଏବଂ ଅନ୍ୟ ୭ ଜଣ ଗୁରୁତର…