ଛାତ୍ରଛାତ୍ରୀଙ୍କୁ ଆଡମିଶନ ଫି ଫେରସ୍ତ କଲା ଉଚ୍ଚଶିକ୍ଷା ବିଭାଗ: ୧.୧୧ ଲକ୍ଷ ଜଣଙ୍କ ଆକାଉଣ୍ଟକୁ ଗଲା ୬୯.୨୩ କୋଟି ଟଙ୍କା
ଭୁବନେଶ୍ୱର, ୨୮।୧୦: ରାଜ୍ୟର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଓ ଆଶ୍ୱାସନାଜନକ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଡମିଶନ ସମୟରେ ଛାତ୍ରଛାତ୍ରୀମାନେ ଦେଇଥିବା ବଳକା ଆଡମିଶନ ଫି ଫେରସ୍ତ ପ୍ରକ୍ରିୟା ଶେଷ ହୋଇଛି। ବିଭାଗ ପକ୍ଷରୁ ମୋଟ ୧…

