ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ ଜନସଂଖ୍ୟା ବଢ଼ିବା ସହିତ ମୃତ୍ୟୁସଂଖ୍ୟାକୁ ନେଇ ଏକ ଚିନ୍ତାଜନକ ରିପୋର୍ଟ ସାମ୍ନାକୁ ଆସିଛି।...