ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ… ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ ବାଇମାଲା ଚେକ୍ ଗେଟ୍ଠାରେ ଶତାଧିକ ଲୋକ ରାଜପଥକୁ ଅବରୋଧ କରି ବିକ୍ଷୋଭ କରିଥିଲେ।...