କୋଲକାତା,୧୧ା୧୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷ ବିମାନବନ୍ଦରରେ ଖେଳିଯାଇଛି ହଇଚଇ। କୋଲକାତାରୁ ମୁମ୍ବାଇ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ଉଡ଼ାଣ ପୂର୍ବରୁ କ୍ୟାନ୍ସେଲ୍ କରାଯାଇଛି।…