ହିଣ୍ଡେନବର୍ଗ ରିସର୍ଚ୍ଚର ନୂଆ ରିପୋର୍ଟ ଆସିବା ପରେ ଆଦାନୀ ଗ୍ରୁପ୍ର ପ୍ରଥମ ପ୍ରତିକ୍ରିୟା, ମାଧବୀ ପୁରୀ ବୁଚ୍ଙ୍କ ସହ କୌଣସି… ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧ା୮: ଆମେରିକାର ଶର୍ଟ ସେଲର ସଂସ୍ଥା ହିଣ୍ଡେନ୍ବର୍ଗ ରିସର୍ଚ୍ଚର ନୂଆ ରିପୋର୍ଟ ଆସିବା ପରେ ସେଠାରେ ଉତ୍ତେଜନା ଦେଖାଦେଇଛି। ଶନିବାର ବିଳମ୍ବିତ ରାତିରେ ଆସିଥିବା ରିପୋର୍ଟ ଉପରେ ଆଦାନୀ ଗ୍ରୁପ୍ ଏହାର ପ୍ରଥମ ପ୍ରତିକ୍ରିୟା ଦେଇଛି। ଆଦାନି ଗ୍ରୁପ ରବିବାର...