ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ… କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ ଅନେକ ଭବିଷ୍ୟବାଣୀର ଉଲ୍ଲେଖ ରହିଛି, ଯାହା ପ୍ରତ୍ୟେକ ମଣିଷକୁ ଆଶ୍ଚର୍ଯ୍ୟଚକିତ କରିଦେବ। ତେବେ…