ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ ଅନେକ ହିନ୍ଦୁଙ୍କ ଘର ପୋଡ଼ି ଦିଆଯାଇଛି। ଏହା ମଙ୍ଗଳବାର ଘଟିଥିଲା, ଯେଉଁଥିରେ ବହୁ...