ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ହତ୍ୟା, ୨୪ ଘଣ୍ଟାରେ ଦ୍ୱିତୀୟ ଘଟଣା ଢାକା,୬।୧: ବାଂଲାଦେଶରେ ଜଣେ ଦୋକାନ ମାଲିକଙ୍କ ପାଇଁ କାମ କରୁଥିବା ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହା ଦ୍ୱିତୀୟ ଘଟଣା। ରିପୋର୍ଟ ଅନୁଯାୟୀ, ସୋମବାର ରାତି ପ୍ରାୟ ୧୦ ଟା ସମୟରେ ନରସିଙ୍ଗଡି ଜିଲାରେ…