Tag Archives: Hindu

‘ଅତିକମରେ ୧୦ଟି ସନ୍ତାନ ଜନ୍ମ କରନ୍ତୁ’ – ହିନ୍ଦୁମାନଙ୍କୁ ଏମିତି କହିଲେ ମୌଲାନା ସାଜିଦ ରଶିଦି, ଉଠିଲାଣି ବିବାଦ

ନୂଆଦିଲ୍ଲୀ,୫।୧୦: ଇମାମ ଆସୋସିଏସନର ସଭାପତି ମୌଲାନା ସାଜିଦ ରଶିଦି ସନ୍ତାନ ଜନ୍ମ କରିବା ସମ୍ବନ୍ଧରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସଂଘ ଏବଂ ଅନ୍ୟ କିଛି ସଂଗଠନ ଦ୍ୱାରା ହିନ୍ଦୁମାନଙ୍କୁ ଅଧିକ ସନ୍ତାନ ଜନ୍ମ କରିବା ପାଇଁ କରାଯାଇଥିବା ଆହ୍ବାନର ଜବାବରେ…

ବାଂଲାଦେଶ ନିର୍ବାଚନରେ ବିଜୟୀ ହୋଇ ୩ ହିନ୍ଦୁ ହେଲେ ସାଂସଦ

ଢାକା,୧୪।୨: ବାଂଲାଦେଶରେ ସାଧାରଣ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ୨୯୭ ଆସନରୁ ୨୧୨ଟି ଜିତି ସମ୍ପୂର୍ଣ୍ଣ ବହୁମତ ସହିତ ସରକାର ଗଠନ କରିବାକୁ ପ୍ରସ୍ତୁତ। ଏହି ସମୟରେ, ଏହାର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ, ଜମାତ-ଏ-ଇସଲାମିକୁ ୭୫ଟି ଆସନରେ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ, ବାଂଲାଦେଶରେ ପୋଲିସ ହେପାଜତରେ ହିନ୍ଦୁ ନେତା ରମେଶ ଚନ୍ଦ୍ରଙ୍କ ମୃତ୍ୟୁ ହୋଇଥିଲା। ତାଙ୍କର…

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ କରିଛି। ଏହା ଜନସଂଖ୍ୟା ଦୃଷ୍ଟିରୁ ବିଶ୍ୱର ଅଷ୍ଟମ ବୃହତ୍ତମ ଦେଶ ପାଲଟିଛି। ତଥାପି, ଏହି…

ବିଶ୍ୱର ସବୁଠୁ ବଡ଼ ମୁସଲମାନ ଦେଶ ହୋଇଯିବ ଭାରତ! ଜାଣନ୍ତୁ ହିନ୍ଦୁମାନଙ୍କ ସ୍ଥିତି କୋଉଠି

ନୂଆଦିଲ୍ଲୀ,୧୨।୭: ବିଶ୍ୱରେ ମୁସଲମାନ ସମ୍ପ୍ରଦାୟ ସବୁଠାରୁ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଧାର୍ମିକ ଗୋଷ୍ଠୀ ଭାବରେ ଉଭା ହୋଇଛି। ବିଶ୍ୱରେ ଖ୍ରୀଷ୍ଟିଆନ ଜନସଂଖ୍ୟା ହ୍ରାସ ପାଇଛି। ପ୍ୟୁ ରିସର୍ଚ୍ଚ ସେଣ୍ଟର ଦ୍ୱାରା ଏକ ସାମ୍ପ୍ରତିକ ରିପୋର୍ଟରେ ପ୍ରକାଶିତ ହୋଇଛି। ଏହି ରିପୋର୍ଟରେ…

ଦ୍ରୁତଗତିରେ ଏହି ଧର୍ମ ଛାଡ଼ୁଛନ୍ତି ଲୋକେ: ଜାଣନ୍ତୁ ହିନ୍ଦୁ ଧର୍ମର ସ୍ଥିତି କେଉଁଠି

ନୂଆଦିଲ୍ଲୀ,୨୭।୬: ବିଶ୍ୱରେ ଅନେକ ଧର୍ମର ଲୋକ ବାସ କରନ୍ତି। ମିଳିତ ଜନସଂଖ୍ୟା ୮୦୦ କୋଟିରୁ ଅଧିକ। ୱାଲର୍‌ଡମିଟର ରିପୋର୍ଟ ଅନୁଯାୟୀ, ଏହି ୮୦୦ କୋଟି ଲୋକଙ୍କ ମଧ୍ୟରେ ସର୍ବାଧିକ ଜନସଂଖ୍ୟା ଇସଲାମ ଏବଂ ଖ୍ରୀଷ୍ଟିଆନ ଧର୍ମରେ ବିଶ୍ୱାସ କରୁଥିବା ଲୋକଙ୍କର। ପିଉ…

ପାକିସ୍ତାନରେ ହିନ୍ଦୁ ମହିଳାଙ୍କୁ ଅପହରଣ, ଜୋର ଜବରଦସ୍ତ କରି…

ଇସଲାମବାଦ,୨୯।୫: ପାକିସ୍ତାନରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟର ଜଣେ ମହିଳାଙ୍କୁ ଅପହରଣ କରାଯାଇ ବଳପୂର୍ବକ ଇସଲାମ ଧର୍ମ ଗ୍ରହଣ କରି ଜଣେ ମୁସଲିମ ପୁରୁଷଙ୍କ ସହ ବିବାହ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ମହିଳାଙ୍କ ପରିବାର ଏହା ଦାବି କରିଛନ୍ତି। ଅପହୃତ ମହିଳାଙ୍କ…

ସଲମାନ ହିନ୍ଦୁ ନା ମୁସଲମାନ? ଏକଥା ଖୋଲାଖୋଲି କହିଲେ ତାଙ୍କ ବାପା…

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ ଆଜିକାଲି ତାଙ୍କର ଆଗାମୀ ଫିଲ୍ମ ‘ସିକନ୍ଦର’ ପାଇଁ ଚର୍ଚ୍ଚାରେ ଅଛନ୍ତି। ସୁପରଷ୍ଟାରଙ୍କ ସବୁଠାରୁ ପ୍ରତୀକ୍ଷିତ ଫିଲ୍ମ ଇଦ୍‌ ଅବସରରେ ସିନେମା ହଲରେ ମୁକ୍ତିଲାଭ କରିବାକୁ ଯାଉଛି ‘ସିକନ୍ଦର’ର ଗୀତଗୁଡ଼ିକ ପୂର୍ବରୁ ଚର୍ଚ୍ଚା ସୃଷ୍ଟି କରିଛି…

‘ହିନ୍ଦୁମାନେ ମୁସଲମାନ ଏବଂ ଖ୍ରୀଷ୍ଟିଆନଙ୍କଠାରୁ ନୁହେଁ ବରଂ ଏମାନଙ୍କଠାରୁ ବିପଦରେ ଅଛନ୍ତି’: ହିମନ୍ତ ବିଶ୍ୱ ଶର୍ମା

ନୂଆଦିଲ୍ଲୀ,୨।୩: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ହିନ୍ଦୁମାନେ ମୁସଲମାନ ଏବଂ ଖ୍ରୀଷ୍ଟିଆନଙ୍କଠାରୁ ନୁହେଁ ବରଂ ବାମପନ୍ଥୀ ଉଦାରବାଦୀଙ୍କଠାରୁ…

ମାନିଲେ ପ୍ରଧାନମନ୍ତ୍ରୀ, ହିନ୍ଦୁଙ୍କୁ ଖୋଜି ଖୋଜି କରାଯାଉଛି ଅତ୍ୟାଚାର

ଢାକା, ୦୯।୦୮: ବାଂଲାଦେଶରେ ଜାରି ରହିଥିବା ରାଜନୈତିକ ହିଂସା ମଧ୍ୟରେ କାମଚଳା ସରକାର ଶପଥ ନେଇଛି । ଏହି ସରକାରରେ ନୋବେଲ୍‌ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ପ୍ରଧାନମନ୍ତ୍ରୀ ଭାବେ ଦ଼୍ବାୟିତ଼୍ବ ଗ୍ରହଣ କରିଛନ୍ତି । ସେ ତାଙ୍କ ପ୍ରଥମ ବୟାନ୍‌ରେ…

ପ୍ରଥମଥର ପାଇଁ ପାକିସ୍ତାନରେ ନିର୍ବାଚନ ଲଢିବେ ଜଣେ ହିନ୍ଦୁ ମହିଳା: ପ୍ରାର୍ଥୀପତ୍ର କଲେ ଦାଖଲ

ଇସଲାମାବାଦ୍‌,୨୬।୧୨: ଆସନ୍ତା ବର୍ଷ ପାକିସ୍ତାନରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ଏହି ନିର୍ବାାଚନରେ ପ୍ରଥମ ଥର ପାଇଁ ଜଣେ ହିନ୍ଦୁ ମହିଳା ଖାଇବର ପାଖ୍ଟନଖୱାର ବନେର ଜିଲାରେ ସାଧାରଣ ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସାଭିରା ପରକାଶ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?