Tag Archives: hirakud dam

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର ଜଳସ୍ତର ମଧ୍ୟ କ୍ରମଶଃ ବୃଦ୍ଧି ପାଇ ଏହାର ସର୍ବୋଚ୍ଚ ଜଳଧାରଣ କ୍ଷମତାର ନିକଟତର…

ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୩ ଓ ଦକ୍ଷିଣ ପାର୍ଶର ୧ଟି…

ହୀରାକୁଦରେ ପଶିଲା ୩ ଲକ୍ଷରୁ ଅଧିକ ଘନଫୁଟ ବନ୍ୟାଜଳ

ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ବୁଧବାର ପୂର୍ବାହ୍ନରେ ପୁଣିଥରେ ୨ଟି ସ୍ଲୁଇସ ଗେଟ୍‌ ଖୋଲାଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମପାର୍ଶ୍ୱର ୧୧ ଓ…

ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍‌, ଜଳସ୍ତର ରହିଛି…

ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ…

Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ ଆହୁରି ୧୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ ବର୍ତ୍ତମାନ ସମୁଦାୟ ୧୪ଟି ଗେଟ୍ ଜରିଆରେ…

ହୀରାକୁଦ ଡ୍ୟାମ୍‌ର ପୁଣି ୨ ଗେଟ୍‌ ଖୋଲିଲା, ୧୧୦ ଫୁଟ ଟପିଲା ଜଳପତ୍ତନ

ସମ୍ବଲପୁର,୧୮ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। କ୍ରମଶଃ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ ଶୁକ୍ରବାର ଅପରାହ୍ନରେ ଜଳଭଣ୍ଡାର ବାମପାଶର୍‌ବର ଆଉ ୨ଟି ସ୍ଲୁଇସ୍‌ ଖୋଲାଯାଇ ବର୍ତ୍ତମାନ ମୋଟ ୪ଟି ସ୍ଲୁଇସ୍‌ ଗେଟ୍‌…

ଆସୁଛି ବଡ଼ ବର୍ଷା: ଜୁନ ପହିଲାରେ ଖୋଲିବ ହୀରାକୁଦ ଡ୍ୟାମ୍, ଆଲର୍ଟରେ ୧୫ ଜିଲା

ସମ୍ବଲପୁର, ୨୩।୫: ସମ୍ଭାବ୍ୟ ଆଗକୁ ଆସୁଥିବା ବଡ ବର୍ଷା ମଧ୍ୟରେ ହୀରାକୁଦ ଜଳଭଣ୍ଡାରରୁ ଜୁନ ୧ ତାରିଖରୁ ଯେ କୌଣସି ସମୟରେ ବନ୍ୟା ଜଳ ନିଷ୍କାସନ କରାଯାଇପାରେ। ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ଏ ସମ୍ପର୍କରେ ଏକ ଚେତାବନୀ ଜାରି କରିଛନ୍ତି, ଯେଉଁଥିରେ…

ହୀରାକୁଦ ଡ୍ୟାମରେ ଗାଧୋଇବା ବେଳେ ଭାସିଗଲେ VSSUT ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର

ସମ୍ବଲପୁରର,୧୩।୩: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (VSSUT)ର ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର ଗୁରୁବାର ହୀରାକୁଦ ଡ୍ୟାମର ପାୱାର ଚାନେଲରେ ଗାଧୋଇବା ସମୟରେ ବୁଡ଼ିଯାଇଛନ୍ତି। ମୃତକଙ୍କ ନାମ ପ୍ରିୟାଂଶୁ ପ୍ରକାଶ ବେହେରା (୧୯), ଢେଙ୍କାନାଳର ସଞ୍ଜୟ ବେହେରାଙ୍କ ପୁଅ।…

କେମିତି ଅଛି ହୀରାକୁଦ ଡ୍ୟାମରେ ଫାଟର ସ୍ଥିତି ? ବିଧାନସଭାରେ ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ ମାଝୀ

ମୟୂରଭଞ୍ଜ ,୨୦ା୨: ବିଧାନସଭାର ଚଳିତ ବଜେଟ ଅଧିବେଶନର ପ୍ରଶ୍ନକାଳରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ସମ୍ବଲପୁର ଜିଲାର ହୀରାକୁଦ ଡ୍ୟାମରେ ଫାଟ ଉପରେ ଏକ ଅତାରାଙ୍କିତ ପ୍ରଶ୍ନ ଉଠାଇଛନ୍ତି, ଯାହାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତର ଦେଇଛନ୍ତି। ରିପୋର୍ଟ ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?