Tag Archives: hirakuda dam

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ ବର୍ତ୍ତମାନ ଜଳଭଣ୍ଡାରକୁ ୧ ଲକ୍ଷ ଘନଫୁଟରୁ ଊଦ୍ଧର୍‌ବ ବନ୍ୟାଜଳ ପ୍ରବେଶ କରୁଥିବା ସତ୍ତ୍ବେ…

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି। ବଲାଙ୍ଗୀରରେ ସବୁଠୁ ଅଧିକ ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି…

ହୀରାକୁଦର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ଆସନ୍ନ ଲଘୁଚାପକୁ ଦୃଷ୍ଟିରେ ରଖି ରୁଲ୍‌କର୍ଭ ନିୟମ ଅନୁସାରେ ହୀରାକୁଦ ଜଳଭଣ୍ଡାରରେ ଜଳପତ୍ତନ ନିମନ୍ତ୍ରଣ ଓ ସୁପରିଚାଳନା ପାଇଁ ଆଗୁଆ ବ୍ୟବସ୍ଥା ସ୍ବରୂପ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଫଳରେ ପ୍ରଥମେ ଶନିବାର ୮ଟି…

ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ ସ୍ଲୁଇସ୍‌ ଗେଟ୍‌ ବନ୍ଦ

ସମ୍ବଲପୁର,୧୩ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ଟି ସ୍ଲୁଇସ୍‌ ଗେଟ୍‌କୁ ରବିବାର ବନ୍ଦ କରାଯାଇଛି। କ୍ରମଶଃ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଉ ଥିବାରୁ ରବିବାର ସକାଳ ୮ଟାରେ ପ୍ରଥମେ ୨ଟି ଓ ପରେ ପୂର୍ବାହ୍ନ ୧୧ଟାରେ ଆଉ…

ଖୋଲିଲା ହୀରାକୁଦ ଗେଟ୍‌, ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର,୬ା୭: ଆଜି ଅର୍ଥାତ୍‌ ରବିବାର ହୀରାକୁଦ ଡ୍ୟାମ୍‌ର ଗେଟ୍‌ ଖୋଲାଯାଇଛି। ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନଂ ଗେଟ୍‌ ଖୋଲାଯାଇଥିବାବେଳେ ପର୍ଯ୍ୟାୟକ୍ରମେ ୧୨ଟି ଗେଟ୍‌ ଖୋଲାଯିବ। ଆଜି ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛଡ଼ା ଯାଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ଏହି…

ଏସିଆ ମହାଦେଶର ଦୀର୍ଘତମ ନଦୀବନ୍ଧ…

ଏସିଆ ମହାଦେଶର ଦୀର୍ଘତମ ନଦୀବନ୍ଧ ହେଉଛି ହୀରାକୁଦ। ଏହାର ପ୍ରାକୃତିକ ଦୃଶ୍ୟରାଜି ପର୍ଯ୍ୟଟକଙ୍କୁ ଭାବବିହ୍ବଳ କରିଦେଇଥାଏ। ଭୁବନେଶ୍ୱରରୁ ୨୮୦ କି.ମି. ଦୂର ହୋଇଥିବା ବେଳେ ସମ୍ବଲପୁରରୁ ୧୭ କିଲୋମିଟର। ଏଠାକୁ ଟ୍ରେନ୍‌ ଓ ବସ୍‌ ସୁବିଧା ରହିଥିବାବେଳେ ସେଠାରୁ ସିଟିବସ୍‌, କାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?