ଏଚଏମପିଭି ଭୁତାଣୁ ନେଇ ପରାମର୍ଶ ଜାରି କଲେ ଓଡିଶା ସରକାର ଭୁବନେଶ୍ୱର,୬।୧: ଭାରତ ସରକାରଙ୍କ ଆଇଡିଏସପି-ଏନସିଡିସି (Integrated Disease Surveillance Programme – National Centre for Disease Cantrol) (IDSP – NCDC) ଦ୍ୱାରା ଏଚଏମପିଭି ଭୁତାଣୁ ନେଇ ଜାରି କରାଯାଇଥିବା ପ୍ରେସ ବାର୍ତ୍ତା ଜନସାଧାରଣଙ୍କ ଅବଗତି ଏବଂ ବ୍ୟାପକ...