ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୩୦।୧୦(ବ୍ୟୁରେ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ମାଲକାନଗିରି ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ବରିଷ୍ଠ...