ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି… ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର ହୋଲି ଉତ୍ସବ ଦିନ ମାରାଣାନ୍ତକ ଆକ୍ରମଣ ଘଟଣା ଅଞ୍ଚଳର ଚର୍ଚ୍ଚାର ବିଷୟ ପାଲିଟିଛି…