ମହାକୁମ୍ଭ: ପ୍ରଥମ ଦିନରେ ବୁଡ଼ ପକାଇଲେ ୧.୬୫ କୋଟି ମହାକୁମ୍ଭ ନଗର,୧୩।୧: ଉତ୍ତର ପ୍ରଦେଶର ଧର୍ମନଗରୀ ପ୍ରୟାଗରାଜରେ ସୋମବାର ମହାକୁମ୍ଭ ଆରମ୍ଭ ହେଉଛି। ପୌଷ ପୂର୍ଣ୍ଣିମା ଅବସରରେ ଗଙ୍ଗା, ଯମୁନା ଓ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ସଙ୍ଗମସ୍ଥଳରେ ସୋମବାର ୧ କୋଟି ୬୫ ଲକ୍ଷ ସାଧୁସନ୍ଥ ଓ ଶ୍ରଦ୍ଧାଳୁ ବୁଡ଼...