Tag Archives: Home

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ ବ୍ଲକ ଅନ୍ତର୍ଗତ ଏମ୍‌ଏନ୍‌ ପେଟା ଗ୍ରାମର କାନ୍ତା ରାଓ ଏବଂ ତାଙ୍କ ପତ୍ନୀ-ଝିଅ। ସୂଚନାନୁଯାୟୀ,ଗତ…

ମହିଳାଙ୍କ ସହ ଏକୁଟିଆ ଦେଖିବା ପରେ ଜୋତାମାଳ ପିନ୍ଧାଇ ମାରିଥିଲେ ନିର୍ଧୁମ ମାଡ଼, Video  ଭାଇରାଲ ପରେ…

ଆନନ୍ଦପୁର,୨୪।୧୦(ସୁଶାନ୍ତ କୁମାର ସାହୁ): ପରକ୍ରିୟା ପ୍ରୀତି ସନ୍ଦେହରେ ଜୋତା ମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ମହଙ୍ଗା ପଡିଲା। ଭିଡିଓ ଭାଇରାଲ ପରେ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଆନନ୍ଦପୁର ପୋଲିସ। ଏଭଳି ଘଟଣା ଘଟିଛି ଆନନ୍ଦପୁର…

୨୬ରେ ଭଞ୍ଜନଗରରେ ମାଗଣା ସ୍ବାସ୍ଥ୍ୟ ଶିବିର, ଅଧିକ ଲୋକେ ଯୋଗ ଦେଇ ପରୀକ୍ଷା କରାଇ ନେବାକୁ…

ଭଞ୍ଜନଗର,୨୩।୧୦(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡ଼ିକାଲ ପରିସରରେ ଆସନ୍ତା ୨୬ ତାରିଖରେ ମେଗା ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଏବଂ ସର୍ଜରୀ ଶିବିର ହେବ। ଭାରତୀୟ ଚିକିତ୍ସକ ସଂଘ ଓଡ଼ିଶା ଶାଖା ଏବଂ ଭାରତୀୟ ଶଲ୍ୟ ଚିକିତ୍ସକ ସଂଘ ଓଡ଼ିଶା ଶାଖା…

ରକ୍ତମୁଖା ହୋଇଗଲେ ବାପା, କଟୁରୀ ଚୋଟରେ ଚାଲିଗଲା ପୁଅଙ୍କ ଜୀବନ

ଧର୍ମଶାଳା,୨୩।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଏଣ୍ଡଳବା ପଞ୍ଚାଯତ ବିଛାଖଣ୍ଡି ଦେଉରି ସାହିରେ ଘଟିଛି ଏକ ଅଭାବନୀୟ ଘଟଣା। ବାପାଙ୍କ କଟୁରୀ ଚୋଟରେ ପୁଅଙ୍କ ଜୀବନ ଯାଇଥିବା ଜଣାପଡିଛି। ମୃତକ ହେଲେ ଶମ୍ଭୁ ନାୟକ(୩୦)। ମିଳିଥିବା ସୂଚନା ଅନୁସାରେ, ପାରିବାରିକ…

ପର୍ଯ୍ୟଟନକ୍ଷେତ୍ର ଲଭର୍ସ ପଏଣ୍ଟକୁ ଯାଇ ଅଧାବାଟରୁ ଫେରୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ବର୍ଷା ଦିନରେ ମଧ୍ୟ ଦୈନିକ ଶହଶହ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି। ତେବେ କିଛି ପର୍ଯ୍ୟଟନକ୍ଷେତ୍ରକୁ ଯାତାୟାତ ରାସ୍ତାର ଦୁରବସ୍ଥା ଯୋଗୁ ପର୍ଯ୍ୟଟକ ନାନା ହଇରାଣ ହରକତ ହେଉଥିବା ଅଭିଯୋଗ ହେଉଛି। ଏଭଳି ଏକ ପ୍ରମୁଖ…

ଏଣିକି ଶସ୍ତାରେ ମିଳିବ ଘର, ମଧ୍ୟବିତ୍ତ ପାଇବେ ବଡ଼ ଲାଭ, ଜାଣନ୍ତୁ ପୂରା ବିବରଣୀ…

ନୂଆଦିଲ୍ଲୀ,୨୩ା୮: ଯଦି ଆପଣ ଘର କିଣିବାକୁ ଯୋଜନା କରୁଛନ୍ତି, ତେବେ ଏହି ଦୀପାବଳିରେ ଆପଣ ଏକ ବଡ଼ ଆଶ୍ୱସ୍ତି ପାଇପାରିବେ। କାରଣ ସରକାର ଦେଶର ଜିଏସ୍‌ଟି ଢାଞ୍ଚାକୁ ସରଳ କରିବାକୁ ଯାଉଛନ୍ତି। କେନ୍ଦ୍ର ସରକାରଙ୍କ ପ୍ରସ୍ତାବ ଅନୁଯାୟୀ, ଜିଏସ୍‌ଟିର ବର୍ତ୍ତମାନର ଚାରୋଟି…

ଶୁଭାଂଶୁଙ୍କ ଘର ବାହୁଡା, ଭାରତ ପହଞ୍ଚି ଭେଟିବେ ମୋଦିଙ୍କୁ!

ନୂଆଦିଲ୍ଲୀ,୧୬।୮: ଭାରତର ମହାକାଶଚାରୀ ଶୁଭାଂଶୁ ଶୁକ୍ଲା ସ୍ବଦେଶ ଆସୁଛନ୍ତି। ସେ ଦେଶକୁ ଆସିବାକୁ ଏକ ବିମାନରେ ଚଢ଼ିଛନ୍ତି। ଶୁଭାଂଶୁ ଖୁବ ଶୀଘ୍ର ଭାରତରେ ପାଦ ଦେବାକୁ ଯାଉଛନ୍ତି। ଆମେରିକା ଛାଡିବା ପୂର୍ବରୁ, ସେ ଫ୍ଲାଇଟରେ ବସି ସୋସିଆଲ ମିଡିଆରେ ଏକ ପୋଷ୍ଟ…

ଟଙ୍କା ପାଇଁ ନ୍ୟୁଜିଲାଣ୍ଡର ହାତ ଛାଡ଼ି ଦେଲେ କେନ୍‌ ଓ୍ବିଲିୟମସନ, ଆଉ ଜଣେ… 

ନୂଆଦିଲ୍ଲୀ,୮।୭: ନ୍ୟୁଜିଲାଣ୍ଡ ଜୁଲାଇ ୩୦ରୁ ଜିମ୍ବାୱେ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଏହି ଟେଷ୍ଟ ସିରିଜ ପାଇଁ ନ୍ୟୁଜିଲାଣ୍ଡ ତାର ଦଳ ଘୋଷଣା କରିଛି। ଦଳରେ ଅନେକ ଖେଳାଳିଙ୍କୁ ସାମିଲ କରାଯାଇଛି। କିନ୍ତୁ ଏହି ତାଲିକାରେ ଅଭିଜ୍ଞ…

ଇନ୍ଦିରାଙ୍କୁ ମହାତ୍ମା ଗାନ୍ଧୀଙ୍କଠାରୁ ଅଧିକ ସମ୍ମାନ କରେ, କାରଣ ସେ ବାଲାଂଦେଶ କରିଛନ୍ତି: ଅଭିଜିତ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଗାୟକ ଅଭିଜିତ ଭଟ୍ଟାଚାର୍ଯ୍ୟ ପୁଣି ଥରେ ନିଜର ବୟାନକୁ ନେଇ ଚର୍ଚ୍ଚାରେ। ସଲମାନଙ୍କଠାରୁ ଆରମ୍ଭ କରି ଶାହାରୁଖ ଖାନଙ୍କ ପର୍ଯ୍ୟନ୍ତ ତାଙ୍କ କଟାକ୍ଷରୁ ବର୍ତ୍ତି ନାହାନ୍ତି। ଏବେ ସେ ମହାତ୍ମା ଗାନ୍ଧୀଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି।…

ବୈଜ୍ଞାନିକଙ୍କ ଚମତ୍କାର : ୧୨ ହଜାର ବର୍ଷ ପରେ ଫେରିଲା ବିଲୁପ୍ତ ହୋଇଯାଇଥିବା ଡାୟାର ଓ୍ବଲ୍ଫ

ଓ୍ବାଶିଂଟନ, ୧୦।୪: ଆମେରିକାର ବୈଜ୍ଞାନିକମାନେ ଜେନେଟିକ୍‌ ଇଞ୍ଜିନିୟରିଂ ମାଧ୍ୟମରେ ୧୨ ହଜାର ବର୍ଷ ତଳେ ବିଲୁପ୍ତ ହୋଇଯାଇଥିବା ଡାୟାର ଓ୍ବଲ୍ଫ (ଆମେରିକାରେ ଦେଖାଯାଉଥିବା ଏକ ପ୍ରଜାତିର ଗଧିଆ) ପରି ୩ଟି ଗଧିଆ ଶାବକ ସୃଷ୍ଟି କରିଛନ୍ତି। ଏହି ଶାବକମାନେ ଏବେ ୬…

ଥୁଆମୂଳ ରାମପୁରରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ କାର୍ଯ୍ୟକ୍ରମ

ଥୁଆମୂଳ ରାମପୁର,୨।୪(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ସ୍ଥିତ ସରକାରୀ ଉଚ୍ଚ ଉନ୍ନତ ପ୍ରାଥମିକ ବିଦ୍ୟାଳୟରେ ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀ ପ୍ରଭାତୀ ଠାକୁରଙ୍କ ତତ୍ତ୍ୱାବଧାନରେ ବ୍ଳକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri