ହୋମଗାର୍ଡ ନିଯୁକ୍ତିରେ ଘୋଟାଲା ଅଭିଯୋଗ: ହାଇକୋର୍ଟଙ୍କ ନୋଟିସ୍ କଟକ,୧୫ା୧: ରାଜ୍ୟର ବିଭିନ୍ନ ଜିଲାରେ ହୋମଗାର୍ଡ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଅନେକ ଜିଲାରୁ ନିଯୁକ୍ତିରେ ଅନିୟମିତତା ଖବର ଆସିବାରେ ଲାଗିଛି। ଏହାରି ମଧ୍ୟରେ ନବରଙ୍ଗପୁର ଜିଲାରେ ହୋମଗାର୍ଡ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ଓଡିଶା ହାଇକୋର୍ଟରେ ପହଞ୍ଚିଛି। ହୋମଗାର୍ଡ ନିଯୁକ୍ତିରେ...