Home guard recruitment irregularities

ହୋମଗାର୍ଡ ନିଯୁକ୍ତିରେ ଘୋଟାଲା ଅଭିଯୋଗ: ହାଇକୋର୍ଟଙ୍କ ନୋଟିସ୍

କଟକ,୧୫ା୧: ରାଜ୍ୟର ବିଭିନ୍ନ ଜିଲାରେ ହୋମଗାର୍ଡ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଅନେକ ଜିଲାରୁ ନିଯୁକ୍ତିରେ ଅନିୟମିତତା ଖବର ଆସିବାରେ ଲାଗିଛି। ଏହାରି ମଧ୍ୟରେ ନବରଙ୍ଗପୁର ଜିଲାରେ…

5 hours ago