Tag Archives: Home guard

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ ପାଇଁ ଆୟୋଜିତ ପରୀକ୍ଷାରେ ପ୍ରାୟ ୮,୦୦୦ ଆଶାୟୀ ଅଂଶଗ୍ରହଣ କରିଛନ୍ତି। ସୂଚନା ଅନୁଯାୟୀ, ଚୁକ୍ତିଭିତ୍ତିକ…

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ ଓ ଗଜେନ୍ଦ୍ର ସ୍ବାଇଁ। ଏହି ଖବର ଜଣାପଡ଼ିବା ପରେ ସେମାନଙ୍କୁ ବିଭିନ୍ନ ଆଡୁ ଶୁଭେଚ୍ଛାର…

ହୋମ୍‌ଗାର୍ଡଙ୍କୁ ଆକ୍ରମଣ କରି ବାଇକ୍‌ ଜାଳିଦେଲେ ଆଉ ଜଣେ ବାଇକ୍‌ ଚାଳକ

ଭଞ୍ଜନଗର,୧୦ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନାରେ କାର୍ଯ୍ୟରତ ଥିବା ହୋମ୍‌ଗାର୍ଡ ଗଜେନ୍ଦ୍ର ନାୟକଙ୍କୁ ରବିବାର ତାଙ୍କ ଗ୍ରାମର ଜିତୁ ନାୟକ ଆକ୍ରମଣ କରିଥିଲେ। ଏହାପରେ ଗଜେନ୍ଦ୍ରଙ୍କ ବାଇକ୍‌କୁ ଜିତୁ ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ଏନେଇ ଏକ ମାମଲା…

ହୋମ୍‌ଗାର୍ଡ ନିଯୁକ୍ତିରେ ଅନିୟମିତତା: କମିଟି ଦେଲା ଅଭିଯୋଗ ଦାଖଲର ସୁଯୋଗ

ଗଞ୍ଜାମ,୧୫ା୯(ଅଖିଳ ତରାଇ): ଗଞ୍ଜାମ ଜିଲାର ହୋମ୍‌ଗାର୍ଡ ନିଯୁକ୍ତି ପ୍ରକ୍ରିୟାରେ ଗମ୍ଭୀର ଅନିୟମିତତାର ଅଭିଯୋଗ ଉଠିଥିଲା। ରମ୍ଭା ଥାନା ଅଧୀନରେ ଆୟୋଜିତ ପରୀକ୍ଷାରେ ପ୍ରାର୍ଥୀଙ୍କ ଆବେଦନ ଫର୍ମରେ ଉଲ୍ଲେଖିତ ପସନ୍ଦର ପଦବୀକୁ ଜାଣିଶୁଣି ବଦଳାଇ ଦିଆଯାଇଥିବା ଆଶାୟୀମାନେ ଅଭିଯୋଗ କରିଥିଲେ। ଏହି ଘଟଣା…

ନିଯୁକ୍ତି ତାଲିକାରୁ ବାଦ୍‌ ପଡ଼ିଲେ ହୋମଗାର୍ଡ ଆଶାୟୀ, ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ଗଜପତି,୧୫ା୮(ଗିରିଧାରୀ ପରିଚ୍ଛା): ନିଯୁକ୍ତି ତାଲିକାରୁ ବାଦ୍‌ ପଡ଼ିଥିବା ହୋମଗାର୍ଡ ଆଶାୟୀ ଶୁକ୍ରବାର ଗଜପତି ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି। ବେଆଇନ ଭାବେ ହୋମଗାର୍ଡ ନିଯୁକ୍ତି ତାଲିକା ପ୍ରକାଶ ପାଇଥିବା ଅଭିଯୋଗ କରି ଆଶାୟୀମାନେ ବିକ୍ଷୋଭ କରିଛନ୍ତି। ଗତକାଲି ୧୨୮ଜଣ ହୋମଗାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?