Tag Archives: home left

ନାଁ ବଦଳାଇପାରନ୍ତି ଅଲ୍ଲୁ

ହାଇଦ୍ରାବାଦ: ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ଲୋକପ୍ରିୟତା ଏବେ ଶୀର୍ଷରେ ରହିଛି। ବକ୍ସ ଅଫିସରେ ‘ପୁଷ୍ପା ୨’ ଫିଲ୍ମ ସୁପର ଡୁପର ହିଟ୍‌ ହେବା ପରେ ତାଙ୍କୁ ନେଇ ଚର୍ଚ୍ଚା ଲାଗିରହିଛି। ତେବେ ନିକଟରେ ଅଲ୍ଲୁ ନିଜର କୌଣସି ଫିଲ୍ମ ପାଇଁ ନୁହେଁ,…

ଜିଓର ଅସୀମିତ କ୍ରିକେଟ ଅଫର

ମୁମ୍ବାଇ,୨।୪: ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ତଥା ସ୍ବତନ୍ତ୍ର ଅସୀମିତ କ୍ରିକେଟ ଅଫରର ଅବଧିକୁ ୨୦୨୫ ଏପ୍ରିଲ ୧୫ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ପୂର୍ବରୁ ଏହି ଅଫର ୨୦୨୫ ମାର୍ଚ୍ଚ ୩୧ରେ ଶେଷ ହେବାକୁ ଯାଉଥିଲା। ଏହି ଅଫର ଅଧୀନରେ ୨୯୯…

ଶେୟାର ବଜାର କାରବାରରେ ହ୍ରାସ: ନିବେଶକ ହରାଇଲେ ୩ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୧।୪ଚଳିତ ଆର୍ଥକ ବର୍ଷର ପ୍ରଥମ କାର୍ଯ୍ୟଦିବସରେ ଶେୟାର ବଜାରର ନିବେଶକ ୩ ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ଆଶା ଆଶଙ୍କା ମଧ୍ୟରେ ଥିବା ନିବେଶକମାନେ ଚଳିତ ସପ୍ତାହର ପ୍ରଥମ ଦିନରେ ୩.୨୩ ଲକ୍ଷ କୋଟି ଟଙ୍କାର ନିବେଶ…

ବ୍ୟବସାୟିକ ଆହ୍ବାନ: ଧୈର୍ଯ୍ୟ ଶ୍ରେଷ୍ଠ ଉପାୟ

ଭାରତର ଗାର୍ମେଣ୍ଟ ଶିଳ୍ପରେ ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ଏସ୍‌ ସ୍କୋୟାର ମାର୍କେଟିଂ ପ୍ରାଇଭେଟ୍‌ ଲିମିଟେଡ୍‌ ଏକ ଅଗ୍ରଣୀ ଅନୁଷ୍ଠାନ ଭାବେ ପରିଚିତ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରରେ ଏହାର ପରିଚାଳନା ନିର୍ଦ୍ଦେଶକ ଶ୍ୟାମସୁନ୍ଦର ସନ୍ଥୋଲିଆ ୧୯୬୧ରେ ଜନ୍ମ ଗ୍ରହଣ କରିଥିଲେ। ଶୈଶବ ସେଠାରେ କଟିଥିଲେ…

ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକଉତ୍ସବ

ଦିଗପହଣ୍ଡି,୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ମଙ୍ଗଳବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବ ରେ ସହକାରୀ ଶିକ୍ଷକ ଜଗଦୀଶ ସାହୁ ବେଦପାଠ କରିଥିଲେ। ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ…

କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଖାତା ମୂଲ୍ୟାୟନ ପ୍ରସ୍ତୁତି ଚୂଡାନ୍ତ

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ବୁଧବାରଠାରୁ ଆରମ୍ଭ ହେବ। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଧ୍ୟ ଯୁକ୍ତ ୨ ପରୀକ୍ଷା ଖାତା ଅଫଲାଇନ ଏବଂ ଅନ୍‌ଲାଇନ ମୂଲ୍ୟାଙ୍କନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି।…

‘ନ୍ୟାୟ ନ ମିଳିଲେ ଯାତ୍ରା ଜଗତରୁ ସନ୍ୟାସ ନେବି, ପ୍ରମାଣ ଦେଲେ ୩ ବର୍ଷ ବିନା ପାରିଶ୍ରମିକରେ ଅଭିନୟ କରିବି’

ଭୁବନେଶ୍ୱର,୧।୪: ଯାତ୍ରା ହାସ୍ୟ ଅଭିନେତା ନରି ପଣ୍ଡାଙ୍କୁ ମାଡ ଘଟଣାରେ ନୂଆ ମୋଡ଼ ନେଇଛି। ସେ ଥାନାରେ ଏତଲା ଦେଇ କହିଛନ୍ତି, କୌଣସି ପରିସ୍ଥିତିରେ ମାଡ ପରେ ତୁଳସୀରେ କାମ କରିବେ ନାହିଁ । ତେବେ ଜୀବନର ସୁରକ୍ଷା ପାଇଁ ବାଲିଚନ୍ଦ୍ରପୁର…

ଏପ୍ରିଲ ୩ରୁ ୩ ଦିନ ଧରି କୁଆପଥର ବର୍ଷା

ଭୁବନେଶ୍ୱର,୧।୪: ଏପ୍ରିଲ ୩ରୁ ୩ ଦିନ ଧରି ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ୯ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି। ଏସବୁ ଜିଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼, କନ୍ଧମାଳ,…

ବିବାଦୀୟ ପରିସ୍ଥିତିରେ ଲୋକାର୍ପଣ ହେଲା ଅନ୍ତ୍ୟୋଦ୍ୱୟଯୋଜନା

ଆନନ୍ଦପୁର,୧।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ପରିସରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆବାସୀ ମାଧ୍ୟମରେ ଅନ୍ତ୍ୟୋଦ୍ୱୟ ଯୋଜନାର ଆବାସ ଲୋକାର୍ପଣ ରବିବାର ଅନୁଷ୍ଠିତ ହୋଇଥିଲା। ଏହି ପର୍ବରେ ଅସୁସ୍ଥତା କାରଣରୁ ବିଡିଓ ଅନୁପସ୍ଥିତ ଥିବାବେଳେ ଏବିଡିଓ ବିଚିତ୍ର କୁମାର କର…

ଓଡ଼ିଶା ଦିବଶରେ ବିଜେଡିକୁ କଟାକ୍ଷ: ବିଜେଡିର ନାହିଁ…

ଭୁବନେଶ୍ୱର,୧।୪: ଓଡ଼ିଶା ଦିବଶରେ ବିଜେଡିକୁ କଟାକ୍ଷ କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। କହିଲେ ବିଜେଡିର ଭାଷା ଜ୍ଞାନ ନାହିଁ । ଭାଷାକୁ କଦର୍ଥ କରିଥିଲା ବିଜେଡି,ପାତ୍ର BJD ଅମଳରେ ଓଡ଼ିଆ ଭାଷା ସାହିତ୍ୟ ବିପଦରେ ଥିଲା। ବର୍ତ୍ତମାନ ଆମ ସରକାର ଓଡ଼ିଆ…

ସୀମାନ୍ତ କୋଟିଆ ପଞ୍ଚାୟତ ସମୁଖରେ ପାଳନହେଲା ଓଡ଼ିଶା ଦିବସ 

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): ଗତ କିଛିଦିନ ହେଲା କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତରେ ଆନ୍ଧ୍ର ଅନୁପ୍ରବେଶକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏହାକୁ ନେଇ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁପଞ୍ଚାୟତ ସଦର ମହକୁମାରେ ଓଡ଼ିଶା…

ତାତି ନ ଥମୁଣୁ ପୁଣି କିଟ୍‌ ଛାତ୍ରଙ୍କ ମୃତ୍ୟୁ, ସନ୍ଦେହଜନକ ଭାବେ ମିଳିଲା ମୃତଦେହ

ଭୁବନେଶ୍ୱର,୧।୩: କିଟ୍‌ ତାତି ନ ଥମୁଣୁ ପୁଣି ଆଉ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସନ୍ଦେହଜନକ ପରିସ୍ଥିତିରେ ପୁଣି ଜଣେ ଛାତ୍ରଙ୍କ ମୃତଦେହ ଜବତ ହୋଇଛି। ମଞ୍ଚେଶ୍ବର ଥାନା ଅଞ୍ଚଳର ଏକ ନିର୍ମାଣାଧୀନ କୋଠା ତଳୁ ଛାତ୍ରଙ୍କ ମୃତଦେହ ଜବତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?