Hong Kong Sixes 2026ରୁ ମିଳିଥିବା ସମସ୍ତ ଆୟକୁ ଏହି ସଂସ୍ଥାକୁ ଦାନ କରିଛି BCCI; ସମ୍ପାଦକ ଦେବଜିତ ସାଇକିଆ କହିଲେ ଏହାର କାରଣ
ନୂଆଦିଲ୍ଲୀ,୧୯।୧୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ‘ହଂକଂ ସିକ୍ସେସ’ (Hong Kong Sixes) ଟୁର୍ଣ୍ଣାମେଣ୍ଟରୁ ମିଳିଥିବା ଆୟକୁ ଦାନ କରିବାକୁ ନିଷ୍ପତ୍ତି ନେଇଛି। ବୋର୍ଡ ଏହି ଅର୍ଥରାଶିକୁ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଇଁ କ୍ରିକେଟ କାର୍ଯ୍ୟକଳାପରେ ନିୟୋଜିତ ତିନୋଟି ସଂସ୍ଥାକୁ ପ୍ରଦାନ…

