ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ ୪ ଜଣ ଗୁରୁତରଙ୍କୁ ବେନଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ବର୍ତ୍ତମାନ ସୁସ୍ଥ ହୋଇ…