ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର… ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି। ଏବେ ହର୍ମୁଜରେ ଜାହାଜ ଚଳାଚଳ ସ୍ବାଭାବିକ ହେବ। In line with the…