ହଷ୍ଟେଲରେ ଆଖିବୁଜା ଗୁଳି ଚାଳନା, ୧୧ ମୃତ କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର ସକାଳେ ପ୍ରିଟୋରିଆରେ ଏକ ଭୟଙ୍କର ଗୁଳିକାଣ୍ଡରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ଏବଂ ୧୪…