କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର ସକାଳେ…