ପ୍ରେସରକୁକର ଖୋଲୁଥିବାବେଳେ ନାବାଳିକାଙ୍କ ଉପରେ ପଡ଼ିଲା ଗରମ ଡାଲି, ଆଉ ତା’ ପରେ… ବଲାଙ୍ଗୀର,୧୪ା୯(ସୁନୀଲ କୁମାର ମହାନ୍ତି): ପ୍ରେସରକୁକରରୁ ଗରମ ଡାଲି ପାଣି ପଡ଼ି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଟେକେନପଦର ଗ୍ରାମର ଜଣେ ନାବାଳିକା ଗୁରୁତର ହୋଇ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୂଚନା ମୁତାବକ ୧୩ ବର୍ଷୀୟା...